Latest Odisha News

BREAKING NEWS

Browsing Tag

vigilance raid

ହୋଲ୍ଡିଂ ଟ୍ୟାକ୍ସ ରଫାଦଫା ପାଇଁ ଲାଞ୍ଚ ନେବାବେଳେ ବନ୍ଧାହେଲେ ଟ୍ୟାକ୍ସ କଲେକ୍ଟର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଜଗାଙ୍ଗପୁର ମ୍ୟୁନିସିପାଲିଟି ଟ୍ୟାକ୍ସ କଲେକ୍ଟର । ଲାଞ୍ଚ ନେବା ବେଳେ ରାଜଗାଙ୍ଗପୁର ମ୍ୟୁନିସିପାଲିଟିର ଟ୍ୟାକ୍ସ କଲେକ୍ଟର ଏମଡି ନସିର୍ ଧରା ପଡ଼ିଛନ୍ତି । ତାଙ୍କ ଠାରୁ ଭିଜିଲାନ୍ସ ଲାଞ୍ଚ ନେଇଥିବା ୧୩ ହଜାର ଟଙ୍କା ଜବତ କରିଛି । ସୂଚନା ଅନୁସାରେ,…

କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀଙ୍କ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୫ଟି ସ୍ଥାନରେ ଚଢ଼ାଉ କରିଛି । ବାଲେଶ୍ୱର କ୍ଷୁଦ୍ର ଜଳସେଚନ ଡିଭିଜନ ନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଅଫିସ୍ ସହ ଅନ୍ୟ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ୩ ଜଣ ଡିଏସପିଙ୍କ ନେତୃତ୍ୱରେ ରେଡ୍…

ଭିଜଲାନ୍ସ ପଞ୍ଝାରେ ଖଡ଼ିଆଳ ତହସିଲ କାର୍ଯ୍ୟାଳୟର ଡିଇଓ

ନୂଆପଡ଼ା : ଭିଜିଲାନ୍ସ ଜାଲରେ ପଡ଼ିଲେ ଖଡ଼ିଆଳ ତହସିଲ କାର୍ଯ୍ୟାଳୟର ଡିଇଓ ଭୋଳା ମହେଶ୍ଵର ଦଣ୍ଡସେନା । ଆବାସିକ ପ୍ରମାଣ ପତ୍ର ଦେବା ପାଇଁ ଜଣକ ପିଛା ୨ ହଜାର ଟଙ୍କା ଲେଖାଏଁ ମାଗିଥିଲେ ଡାଟା ଏଣ୍ଟ୍ରି ଅପରେଟର ଭୋଳା ମହେଶ୍ଵର ଦଣ୍ଡସେନା । ୧୫ ଟି ଆବାସିକ ପ୍ରମାଣ ପତ୍ର ପାଇଁ ଲାଞ୍ଚ…

ଅଫିସରେ ଭଡ଼ା ଲାଗିଥିବା ଗାଡ଼ି ପାଇଁ କନିଷ୍ଠ କିରାଣିଙ୍କ ଦ୍ୱାରା ଲାଞ୍ଚ ନେଉଥିଲେ DEO

ଯାଜପୁର: ଲାଞ୍ଚ ନେଇ ଧରା ପଡ଼ିଲେ ଜିଲ୍ଲା ନିଯୁକ୍ତି ଅଫିସର । ଯାଜପୁର ଜିଲ୍ଲା ନିଯୁକ୍ତି ଅଧିକାରୀ ତାପସ କୁମାର ସ୍ୱାଇଁ ଭିଜିଲାନ୍ସ ହାତରେ ପଡ଼ିଛନ୍ତି । ତାଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣିଙ୍କ ହାତରେ ୧୨ ହଜାର ୬ ଶହ ଟଙ୍କା ଲାଞ୍ଚ ନେଉଥିଲେ ତାପସ ସ୍ୱାଇଁ । ଅଫିସ୍ କାର୍ଯ୍ୟ ପାଇଁ…

ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଜନସ୍ୱାସ୍ଥ୍ୟ ବିଭାଗ ଡିଭିଜନ୍-୧, ଭୁବନେଶ୍ୱରର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କ ୩ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ଭୁବନେଶ୍ୱର…

୪୫ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧାହେଲେ APO

ବଲାଙ୍ଗିର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଅତିରିକ୍ତ ପ୍ରୋଗ୍ରାମ ଅଫିସର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ଅତିରିକ୍ତ ପ୍ରୋଗ୍ରାମ ଅଫିସର ସୁଶାନ୍ତ କୁମାର ଦାସ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ମନରେଗା ଯୋଜନାରେ ପୋଖରୀ ସୌନ୍ଦର୍ଯ୍ୟକରଣ କାମ ହୋଇଥିବା…

ଭିଜିଲାନ୍ସ ଜାଲରେ ଇଡକୋର ସହକାରୀ ମ୍ୟାନେଜର, ୩ ଜିଲ୍ଲାରେ ଚଢ଼ାଉ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକୋର ସହକାରୀ ମ୍ୟାନେଜରଙ୍କ ଘରେ ଭଜିଲାନ୍ସ ରେଡ୍ କରିଛି । ଇଡକୋର ସହକାରୀ ମ୍ୟାନେଜର (ସିଭିଲ୍) ମନୋଜ କୁମାର ଲେଙ୍କାଙ୍କ ୩ ଜିଲ୍ଲାର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି । ଭିଜିଲାନ୍ସ ୨ ଜଣ ଡିଏସପିଙ୍କ ନେତୃତ୍ୱରେ ୧୦ ଜଣ…

ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବିଡିଓ

ବଲାଙ୍ଗିର: ଭିଜିଲାନ୍ସ, ଜାଲରେ ଗୁଡ଼ଭେଲା ବିଡିଓ । ଗୁଡ଼ବେଲା ଭିଡିଓ ବିନୋଦ କୁମାର ନାଏକ ଭିଜିଲାନ୍ସ ହାତରେ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ବିଡିଓ ବିନୋଦ ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଲାଞ୍ଚ ଟଙ୍କା ଜବତ କରିବା ସହ ଭିଜିଲାନ୍ସ…

ଅତିରିକ୍ତ ତହସିଲଦାରଙ୍କ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍, ୨୧ଟି ପ୍ଲଟ୍ ଠାବ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସୁନ୍ଦରଗଡ଼ ଜିଲ୍ଲାର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି । ଟାଙ୍ଗରପାଲି ବ୍ଲକ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ୮ଟି ସ୍ଥାନରେ ରେଡ୍ ଚାଳିଛି । ପ୍ରାଥମିକ ତଦନ୍ତରୁ ଭିଜିଲାନ୍ସ ହାତରେ ୨୧ଟି ପ୍ଲଟ ସହ ୨ଟି ବହୁତଳ…

ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ ଡିଏସପି ଇନ୍-ଚାର୍ଜ

ଭୁବନେଶ୍ୱର: କୋଇଲା ପରିବହନକାରୀଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡିଏସପି ଇନ୍-ଚାର୍ଜ । ଢେଙ୍କାନାଳ ସଦର ଥାନା ଡିଏସପି ଇନ୍-ଚାର୍ଜ ଅଭିନବ ଡାଳୁଆଙ୍କୁ ଭିଜିଲ୍ସା ଲାଞ୍ଚ ଟଙ୍କା ସହ ଧରିଛି । ଶ୍ରୀ ଡାଳୁଆଙ୍କ ଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ ହୋଇଥିବା ବେଳେ…