Latest Odisha News
Browsing Tag

vigilance raid

ଭିଜିଲାନ୍ସ ଜାଲରେ ଅତିରିକ୍ତ ଥାନା ଅଧିକାରୀ, କେସ୍ କୋହଳ କରିବାକୁ ନେଉଥିଲେ ଲାଞ୍ଚ

ନବରଙ୍ଗପୁର : ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ । ପୁରୁଣା କେସକୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କଠାରୁ ନେଉଥିଲେ ଲାଞ୍ଚ । ଟଙ୍କା ନେଇ ଯାଉଥିବା ସମୟରେ ରାତି ୧୧ଟାରେ ଲିମରାଜ ପ୍ରଧାନଙ୍କୁ…

ଖଦି ବୋର୍ଡରେ ସବସିଡି ପାଇଁ ଲାଞ୍ଚ, ଧରା ପଡ଼ିଲେ ଲାଞ୍ଚୁଆ ସୁପରଭାଇଜର

ଭୁବନେଶ୍ୱର: ଖଦି ଗ୍ରାମ୍ୟଦ୍ୟୋଗରେ ସବସିଡି ପାଇଁ ଲାଞ୍ଚ କାରବାର । ସବସିଡି ଟଙ୍କା କରାଇ ଦେବା ପାଇଁ ୧୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ସୁପରବାଇଜର । ଡିଆଇସି ପୁରୀର ଖଦି ଭିଲେଜ୍ ବୋର୍ଡ ଇଣ୍ଡଷ୍ଟ୍ରୀଜର ସୁପରଭାଇଜର ନାରାୟଣ ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ।…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ: ୨୨ ବର୍ଷ ବିଚାର ପରେ ତିନି ବର୍ଷ ଜେଲ୍

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଗଞ୍ଜାମ ଜିଲା ଆସିକା ଯୋଗାଣ ନିରୀକ୍ଷକ ପ୍ରକାଶ ଚନ୍ଦ୍ର ପାତ୍ରଙ୍କୁ ୩ ବର୍ଷ କାରା ଦଣ୍ଡାଦେଶ ହୋଇଛି। ବ୍ରହ୍ମପୁର ସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତର ବିଚାରପତି ଲୁନା ମହାନ୍ତି ଦୀର୍ଘ ବର୍ଷ ଧରି ଚାଲୁ ରହିଥିବା ଏହି ମାମଲାର…

ନବରଙ୍ଗପୁର ଡିଇଓ ଅଫିସରେ ଲାଞ୍ଚ କାରବାର: ଆକାଉଣ୍ଟାଟ ଗିରଫ

ନବରଙ୍ଗପୁର: ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ଆକାଉଟାଣ୍ଟ ତଥା ପ୍ରୋଗ୍ରାମର ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ମଧ୍ୟାହ୍ନ ଭୋଜନ କଞ୍ଚାମାଲ୍ ପରିବହନ ବିଲ୍ କରେଇ ଦେବା ପାଇଁ ଦୁଇ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ ଅଭିଯୁକ୍ତ ବିକାଶ ସାନା । ୧୦ ଲକ୍ଷରୁ ଉଦ୍ଧ୍ୱର୍…

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଭୁବନେଶ୍ୱର: ରାଜ୍ୟ ଯୋଗାଣ ବିଭାଗର ମୁଖ୍ୟାଳୟର ଯୋଗାଣ ଅଧିକାରୀ ଆନନ୍ଦ ଚରଣ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀଙ୍କ ଅଫିସ୍ ସହ ଆଉ ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା…

ବନ୍ଧାହେଲେ ଜଳେଶ୍ୱର ବିଡିଓ, ଚାକିରି ଜୀବନରେ କମାଇଛନ୍ତି ଆୟ ଠାରୁ ଅଧିକ ୪୫୦% ସମ୍ପତ୍ତି

ଭୁବନେଶ୍ୱର: ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସ ଗିରଫ । ଗିରଫ ପରେ ଅଶ୍ୱିନୀଙ୍କୁ ଆଜି ଭିଜିଲାନ୍ସ କୋର୍ଟ ଚାଲାଣ କରିଛି । ଅଶ୍ୱିନୀଙ୍କ ଠାରୁ ପ୍ରାୟ ୫ କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି । ତେବେ ଅଶ୍ୱିନୀ ଏତେ ସମ୍ପତ୍ତିର ମାଲିକ କେମିତି ହେଲେ ସେନେଇ ଭିଜିଲାନ୍ସକୁ କୌଣସି ସନ୍ତୋଷଜନକ…

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି, ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ନେଉଥିଲେ ଲାଞ୍ଚ

ବ୍ରହ୍ମପୁର: ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଆସିକା ବିଇଓ ଅଫିସର କନିଷ୍ଠ କିରାଣି ମନୋଜ କୁମାର ପ୍ରଧାନ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ୫ ହଜାର…

ଏସଡିପିଓ ମଳୟ ନାୟକଙ୍କ ବିଭିନ୍ନ ଜାଗାରେ ସଂପତ୍ତି ଠାବ, ସ୍ତ୍ରୀ ଫେରାର

ଭୁବନେଶ୍ୱର: ବୁଧବାର ହିନ୍ଦୋଳ ଏସଡିପିଓ ମଳୟ କୁମାର ନାୟକ ଲାଞ୍ଚ ନେଇ ଗିରଫ ହେବା ପରେ ଭିଜିଲାନ୍ସ ବିଭିନ୍ନ ସ୍ଥାନରେ ତାଙ୍କ ସଂପତ୍ତି ଉପରେ ଚଢ଼ଉ କରିଥିଲା । ବୁଧବାର ଠାରୁ ଅନୁଗୁଳ, ଭୁବନେଶ୍ୱର, ସମ୍ବଲପୁର, ପୁରୀ ଏବଂ ଢ଼େଙ୍କାନାଳରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଥିଲା । ଅନୁଗୁଳ…

ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ :୬ ଲକ୍ଷ ନେଇ ଆସୁଥିବା ବେଳେ ଧରିଲା ଭିଜିଲାନ୍ସ

ରାୟଗଡା  : ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ । ରାୟଗଡାରୁ ଭୁବନଶ୍ୱେରକୁ ଆସିବା ସମୟରେ ଗିରଫ ହୋଇଛନ୍ତି । ଅବକାରୀ ଅଧୀକ୍ଷକ ନିନାଙ୍କ ଠାରୁ ୬ଲକ୍ଷ ଟଙ୍କା ଜବତ କରାଯାଇଛି । ଟଙ୍କା ସମ୍ପର୍କରେ ପଚାରିବାରୁ ନିନା ସନ୍ତୋଷଜନକ ଉତ୍ତର ହେଇପାରି ନଥିଲେ । ନିନା ଏବଂ ସମ୍ପର୍କୀୟଙ୍କ…

ଲକ୍ଷେ ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡିଲେ କୁଚିଣ୍ଡା ଅତିରିକ୍ତ ତହସିଲଦାର

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର । ଏକ ଲକ୍ଷ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୁଚିଣ୍ଡା ଅତିରିକ୍ତ ତହସିଲଦାର ସାରଦା ମହାରଣାଙ୍କୁ ଧରିଲା ଭିଜିଲାନ୍ସ । ଚଢ଼ାଉ ବେଳେ ତାଙ୍କ ପାଖରୁ ନଗଦ ଅର୍ଥ ମଧ୍ୟ ଜବତ ହୋଇଛି । ଏକ ୮ଜଣିଆ ଭିଜିଲାନ୍ସ ଦଳ ଏହି ଚଢ଼ାଉ କରିଥିଲା । ପରେ…