Latest Odisha News

BREAKING NEWS

Browsing Tag

vigilance raid

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆରଏମସିର ମାର୍କେଟ ସରକାର ଭାବେ କାର୍ଯ୍ୟରତ ଗୟାଧର ସାହୁଙ୍କ ବାସଭବନ ଏବଂ ଭଡ଼ା ଦିଆଯାଇଥିବା ଘରେ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଥିବାର ଖବର ମିଳିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯାଜପୁର ଟାଉନ ଥାନା…

କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର:ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ ।  କଳାହରାହଁଙ୍ଗ ଗ୍ରାମ ପଞ୍ଚାୟତ ଅଫିସର ଗ୍ରାମ ରୋଜଗାର ସେବକ ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାବୁଲିଙ୍କ ୬ଟି ଠିକଣାରେ ରେଡ୍ ଚାଲିଛି । ୩ଜଣ ଡିଏସପି ଓ ୧୦ଜଣ ଇନସପେକ୍ଟର ଚଢ଼ାଉରେ…

ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ, ୬ଟି ସ୍ଥାନରେ ଚାଲିଛି ରେଡ

ଭଞ୍ଜନଗର: ପୁଣି ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରୁଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏମ୍ଆଇ ଡିଭିଜନର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘର ସମେତ ୬ଟି ସ୍ଥାନରେ ରେଡ୍…

ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ । ସୁନ୍ଦରଗଡ଼ ଜିଲ୍ଲା ସର୍ଗିପାଲି ନିୟନ୍ତ୍ରିତ ବଜାର ପରିଷଦ(ଆରଏମସି) କୋପରେଟିଭ୍ ଇନିସପେକ୍ଟର ବନମାଳୀ ନାଏକଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ତାଙ୍କ ଘର, ଅଫିସ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ନୟାଗଡ଼: ଭିଜିଲାନ୍ସ ପଞ୍ଝାରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ରେଡ୍ ଚାଲିଛି । ଏକାସଙ୍ଗେ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ନୟାଗଡ଼, କଟକ,…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ଶାସିନୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର, ଅଫିସ ସମେତ ୮ଟି ସ୍ଥାନରେ ଚଢ଼ାଉ ଚାଲିଛି । ଆନନ୍ଦପୁରରେ ଥିବା ସରକାରୀ କାର୍ୟ୍ୟାଳୟ, ସରକାରୀ ବାସଭବନରେ ପଞ୍ଝା ମାରିଛି ଭିଜିଲାନ୍ସ…

କଟକ ଡ୍ରେନେଜ୍ ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍ ଡିଭିଜନର ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମନୋଜ ବେହେରାଙ୍କ ଘର ସମେତ ଏକାକାଳୀନ ୬ଟି ସ୍ଥାନରେ ଚଢ଼ାଉ ଚଳାଇଛି ଭିଜିଲାନ୍ସ । କଟକ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଚାଲିଛି ରେଡ୍ । କଟକ ଜିଲ୍ଲା ନେମାଳଠାରେ…

ଭିଜିଲାନ୍ସ ଜାଲରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ଆନନ୍ଦ ରାଓଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚାଲିଛି । ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର…

ସଉକିଆ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଘରୁ ମିଳିଲା ୪ଟି ଦାମୀ ବାଇକ୍

ଭୁବନେଶ୍ୱର: ଭୁବନେଶ୍ୱରରେ କାର୍ଯ୍ୟରତ ଆର୍ ଆଣ୍ଡ ବି ଡିଭିଜନ୍-୪ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘରେ ରେଡ୍ ଚଳାଇଛି ଭିଜିଲାନ୍ସ । ରେଡ୍ ବେଳେ ତାଙ୍କ ଘରୁ ନଗଦ ୮୪ହଜାର ୫୦୦ ଟଙ୍କା ଜବତ ହୋଇଛି । ଅଜୟ ମିଶ୍ରଙ୍କ ପାଖରେ ରହିଛି ୪ଟି ଦାମୀ ମୋଟରସାଇକେଲ୍ ଓ ଗୋଟିଏ କାର୍…

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱରରେ କାର୍ଯ୍ୟରତ ଆର୍ ଆଣ୍ଡ ବି ଡିଭିଜନ୍-୪ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ର । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ । ଭୁବନେଶ୍ୱର, ଢେଙ୍କାନାଳ ଓ ତାଳଚେରର ୬ଟି ସ୍ଥାନରେ ଚଢ଼ାଉ…