ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଯାଜପୁର: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆରଏମସିର ମାର୍କେଟ ସରକାର ଭାବେ କାର୍ଯ୍ୟରତ ଗୟାଧର ସାହୁଙ୍କ ବାସଭବନ ଏବଂ ଭଡ଼ା ଦିଆଯାଇଥିବା ଘରେ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଥିବାର ଖବର ମିଳିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯାଜପୁର ଟାଉନ ଥାନା…