Latest Odisha News

BREAKING NEWS

Browsing Tag

vigilance raid

ଭିଜିଲାନ୍ସ ଜାଲରେ କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର

ଫୁଲବାଣୀ: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ୭ଟି ସ୍ଥାନରେ ଚଢ଼ାଉ ଜାରି…

ଓମଫେଡର ସମଲେଶ୍ୱରୀ ମିଲ୍କ ୟୁନି୍ଅନ୍ ଡେପୁଟୀ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଓମଫେଡର ସମଲେଶ୍ୱରୀ ମିଲ୍କ ୟୁନି୍ଅନ୍ ଡେପୁଟୀ ମ୍ୟାନେଜର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟୀ ମ୍ୟାନେଜର୍ କିଶୋର ନାୟକଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ସମ୍ୱଲପୁର, ଭୁବନେଶ୍ୱର ଓ ପୁରୀରେ ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚାଲିଛି ।…

ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ରାଉରକେଲା: ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଉରକେଲା ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛନ୍ତି । ଭିଜିଲାନ୍ସର ପାଞ୍ଚଟି ଟିମ ପୃଥକ…

ଭିଜିଲାନ୍ସ ଜାଲରେ ନୂଆପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ ନୂଆପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । କଟକ ଚାଉଳିଆଗଞ୍ଜରେ ରହିଛି ୩ ମହଲା କୋଠା । କଟକ ବାଲିସାହିରେ…

ଭିଜିଲାନ୍ସ ଜାଲରେ ତାଳଚେର ବିଡିଓ ଅଫିସର କନିଷ୍ଠ ଯନ୍ତ୍ରୀ

ଅନୁଗୋଳ: ଭିଜିଲାନ୍ସ ଜାଲରେ ତାଳଚେର ବିଡିଓ ଅଫିସର କନିଷ୍ଠ ଯନ୍ତ୍ରୀ ବିରଞ୍ଚି ନାରାୟଣ ସାହୁ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ପଞ୍ଝା ମାରିଛି ଭିଜିଲାନ୍ସ । ୪ଟି ସ୍ଥାନରେ ଭିଜିଲାନ୍ସର ୪ଟି ଟିମ୍ ରେଡ୍ ଚଳାଇଛନ୍ତି ।ତାଙ୍କର ସରକାରୀ ବାସଭବନ ସହ କୁମଣ୍ଡ ଓ…

ଭିଜିଲାନ୍ସ ଜାଲରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ

ରାୟଗଡା : ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ ଶିଶିର ସେମେଳି । ଚଢ଼ାଉ ବେଳେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ନୂଆପଡାର ଶିକ୍ଷକ ଶିଶିର କୁମାର ସେମେଲିଙ୍କ ଘରୁ ଠାବ ହୋଇଛି ଅମାପ ସମ୍ପତ୍ତି । ତାଙ୍କ ଘରୁ ଠାବ ହୋଇଛି ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି । ଆୟ ବହିର୍ଭୂତ ସଂପତ୍ତି…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ । ରାଜଗାଙ୍ଗପୁର ବ୍ଲକ କୁକୁଡ଼ା ସମବାୟ ସମିତି ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ସମେତ ଅଫିସରେ ଚାଲିଛି ଏକକାଳୀନ ଚଢ଼ାଉ ।…

ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍

ବଲାଙ୍ଗୀର: ପୁଣି ଭିଜିଲାନ୍ସ ରେଡ୍। ଏଥର ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆଗଲପୁର ବ୍ଲକ୍ ସେକ୍ସନ ଅଫିସର । ସେକ୍ସନ ଅଫିସର ପ୍ରଫୁଲ ସାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପ୍ରଫୁଲଙ୍କ ଘରେ ରେଡ୍ ଜାରି ରଖିଛି । ପ୍ରଫୁଲଙ୍କ…

ଭିଜିଲାନ୍ସ ଜାଲରେ ପୂର୍ବତନ ଏଆରସିଏସ୍‌

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ବ୍ରହ୍ମଗିରିର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର୍ କୋ-ଅପରେଟିଭ୍ ସୋସାଇଟି ବା ଏଆରସିଏସ୍‌ । ତାଙ୍କ ନାଁ ରାଜକିଶୋର ପରିଡ଼ା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ ।…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନେଷ୍ଟବଳଙ୍କ ଘରେ ଭିଜିଲାନ୍ସ ଚଢାଉ

ରାଉରକେଲା : ପୁଣି ଭିଜିଲାନ୍ସ ରେଡ୍। କନେଷ୍ଟବଳ ନିହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ରେ ଏହି ଚଢାଉ ଜରାଯାଉଛି। ନିହାରଙ୍କ ଶ୍ୱଶୁର ଘର ରାଉରକେଲା ସ୍ଥିତ ଛେଣ୍ଡ କଲୋନୀରୁ ନେଇ ବାରିପଦା କ୍ୱାଟରରେ ଭିଜିଲାନ୍ସ ଚଢାଉ କରାଯାଇଛି ।…