Latest Odisha News

BREAKING NEWS

Browsing Tag

vigilance raid

ଭିଜିଲାନ୍ସ ପଞ୍ଝାରେ ବ୍ରହ୍ମପୁର ଆର୍ ଆଣ୍ଡ ବି ଡିଭିଜନର କନିଷ୍ଠ କିରାଣୀ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଆର୍ ଆଣ୍ଡ ବି ଡିଭିଜନ-୧ର କନିଷ୍ଠ କିରାଣୀ ଏଲ୍. କାମାରାଜୁ ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ରେଡ୍ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ବ୍ରହ୍ମପୁର ଆଙ୍କୁଲିରେ ଦୁଇ ମହଲା କୋଠାରେ ରେଡ୍…

ଭିଜିଲାନ୍ସ ଜାଲରେ ରେଭେନ୍ୟୁ ଇନ୍ସପେକ୍ଟର୍‌

ଜଗତସିଂହପୁର: ଲାଂଚ ଦାବି କରି ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଜିଲ୍ଲା ଜାପା ରାଜସ୍ୱ ନିରୀକ୍ଷକ ସମୀର କୁମାର ମଲ୍ଲିକ । ଏରସେମା ତହସିଲରେ ମ୍ୟୁଟେସନ ମାମଲାର ସମାଧାନ ଉଦ୍ଦେଶ୍ୟରେ ଜଣେ ବ୍ୟକ୍ତିଙ୍କଠାରୁ ସମୀର କୁମାର ମଲ୍ଲିକ ଲାଂଚ ମାଗିଥିବା ଅଭିଯୋଗ ହୋଇଛି । ରିପୋର୍ଟ…

ଭିଜିଲାନ୍ସ ଜାଲରେ ଜୁନିଅର ଇଞ୍ଜିନିୟର, ଏକକାଳୀନ ୪ଟି ସ୍ଥାନରେ ରେଡ୍

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ଡିଭିଜନର ଜୁନିଅର ଇଞ୍ଜିନିୟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ଡିଭିଜନ୍-୨ର ଜୁନିଅର ଇଞ୍ଜିନିୟରଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ବଂଶୀଧର ସେଠୀ । ସେ ଏବେ ଦିଗପହଣ୍ଡି ଆରଡବ୍ଲ୍ୟୁ ସେକ୍ସନ-୧ରେ…

ଭିଜିଲାନ୍ସ ଜାଲରେ ଓଏସଏପି ଷଷ୍ଠ ବାଟାଲିଆନ ସିପାହୀ

କଟକ: ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକସ୍ଥିତ ଓଏସଏପି ଷଷ୍ଠ ବାଟାଲିଆନ ସିପାହୀ ସହଦେବ ପରିଡ଼ାଙ୍କ ଘରେ ଭିଜିଲାନ୍ସ ରେଡ଼୍ ହୋଇଛି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରାଯାଉଛି । ସହଦେବ ପରିଡ଼ାଙ୍କ ଅଫିସ, କଟକ ତିନିଘରିଆ ଛକରେ ଥିବା…

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ଼, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଗଜପତି: ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ଼୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୂଆଗଡ଼ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି ।  ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଟିମ୍ । ନୂଆଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ଓ ବାସଭବନ, ପାରଳାଖେମୁଣ୍ଡି…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ ରେଡ଼୍ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।…

ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ, ୫ଟି ସ୍ଥାନରେ ରେଡ୍

ନୟାଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ । ଆୟ ବର୍ହିଭଊତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ କୁମାର ଦାସଙ୍କ ଘରେ ରେଡ୍ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଏତିକିବେଳେ ତାଙ୍କ ଘରୁ ନଗଦ ୨ଲକ୍ଷ ୭୪ହଜାର ୭୫ ଟଙ୍କା…

ଜମନକିରା ଲ୍ୟାମ୍ପସ ଏମଡିଙ୍କ ଘରୁ ପୁଳା ପୁଳା ଟଙ୍କା ଜବତ

ସମ୍ୱଲପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସମ୍ୱଲପୁର ଜିଲ୍ଲା ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁ । ତାଙ୍କ ଘରେ ରେଡ୍ ବେଳେ ଭିଜିଲାନ୍ସ ନଗଦ ୨ ଲକ୍ଷ ୩୬ହଜାର ୮୭୦ ଟଙ୍କା ଜବତ କରିଛି । ୪ଟି ଚାରି ଚକିଆ ଗାଡ଼ି ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଠାବ ହୋଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ…

ଲ୍ୟାମ୍ପସ ଏମଡିଙ୍କ ଘରେ ପଞ୍ଝା ମାରିଲା ଭିଜିଲାନ୍ସ

ସମ୍ୱଲପୁର: ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପସର ଏମଡି । ସମ୍ୱଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଚଢ଼ାଉ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍ ଚଳାଇଛି…

ଭିଜିଲାନ୍ସ ଜାଲରେ ବଙ୍ଗୋମୁଣ୍ଡା ଥାନା ଅଧିକାରୀ

ବଲାଙ୍ଗିର : ଭିଜିଲାନ୍ସ ଜାଲରେ ଥାନା ବାବୁ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପୋଲିସ ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ପଡ଼ିଛନ୍ତି ଏବେ ଭିଜିଲାନ୍ସ ଜାଲରେ । କାରରେ ଲକ୍ଷାଧିକ ଟଙ୍କା ନେଇ ଘରକୁ ଯାଉଥିବା ବେଳେ ବିନୋଦ ବିହାରୀଙ୍କୁ କାବୁ କରିଛି ଭିଜିଲାନ୍ସ । ବରଗଡ଼ ଟୋଲ ଗେଟ୍…