Latest Odisha News

BREAKING NEWS

Browsing Tag

Vigilance Raids

ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲାର ଜଣେ ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସେ ହେଉଛନ୍ତି ଏ.ଏସ୍‌ ରାଉତପୁର ଜଙ୍ଗଲପାଡୁ ଗାଁର ଶିକ୍ଷକ ଦୁଷ୍ମନ୍ତ ନାୟକ । ଆଜି ସକାଳୁ ଏକକାଳୀନ ୧୨ଟି…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ୬ଟି ସ୍ଥାନରେ ଏକକାଳୀନ ରେଡ୍

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ । ସୁନ୍ଦରଗଡ଼ ଜନସ୍ଵାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ନାରାୟଣ ପ୍ରଧାନ । ଆଜି ସକାଳୁ ଭିଜିଲାନ୍ସ ଟିମ୍ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି । ନାରାୟଣ…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଦହିତା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ପୁରନ୍ଦର ସାହୁ । ଆଜି ସକାଳେ ବରଗଡ଼ ଭିଜିଲାନ୍ସ…

ଅମାପ ସମ୍ପତ୍ତିର ଅଧିକାରୀ IFS ଅଫିସର ଅଭୟକାନ୍ତ ପାଠକ, ସରୁନି ହିସାବ

ଭୁବନେଶ୍ୱର: ଅଚଳାଚଳ ସମ୍ପତ୍ତିର ଅଧିକାରୀ ଆଇଏଫଏସ୍ ଅଫିସର ଅଭୟକାମ୍ତ ପାଠକ । ଦୁଇ ଦିନ ହେବ ତାଙ୍କ ସମ୍ପତ୍ତିର ହିସାବ ସରୁନି । ଆଜି ବି ଦ୍ୱିତୀୟ ଦିନରେ ଚଢ଼ାଉ ଜାରି ରଖିଛି ଭିଡଜିଲାନ୍ସ ଟିମ୍ । ୩୦ ଘଣ୍ଟାରୁ ଅଧିକ ସମୟ ହେଲାଣି ଓଡ଼ିଶା ସମେତ ଦେଶର ୫ଟି ରାଜ୍ୟରେ ଥିବା ଘର ଓ ଅଫିସରେ…

ଆଡିସିନାଲ୍ ପିସିସିଏଫ୍ ଅଭୟ କାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ୧୯୮୭ ବ୍ୟାଚ୍ ଆଇଏଫଏସ୍ ଅଫିସର ଅଭୟ କାନ୍ତ ପାଠକ । ବର୍ତ୍ତମାନ ସେ ଆଡିସିନାଲ୍ ପିସିସିଏଫ୍ ଭାବରେ କାର୍ଯ୍ୟରତ ଅଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକକାଳୀନ ୧୨ଟି ସ୍ଥାନରେ ରେଡ୍ ଚାଲିଛି ।…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ବଲାଙ୍ଗିର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ବଲାଙ୍ଗିର ଜିଲା ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ(ଜେଇ) ଗିରୀଶ ପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି । ବଲାଙ୍ଗିର ରାଜେନ୍ଦ୍ର କଲେଜ ନିକଟ ଲେକଚର୍ସ କଲୋନୀ ସ୍ଥିତ ଘରେ ରେଡ୍ ଚାଲିଛି ।…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ, ୫ଟି ସ୍ଥାନରେ ରେଡ୍

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ । ତାଳଚେର ଆର୍‌ଡି ବିଭାଗର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ଏକକାଳୀନନ ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।…

ଧର୍ମଶାଳା ସବରେଜିଷ୍ଟ୍ରାର ଅଫିସ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର: ଭିଜିଲାନ୍ସ ଜାଲରେ ଧର୍ମଶାଳା ସବରେଜିଷ୍ଟ୍ରାର ଅଫିସର କିରାଣି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି । ତାଙ୍କ ନାଁ ରତ୍ନାକତ ମହାନ୍ତି । ରତ୍ନାକରଙ୍କ ଚହଟାରେ ଥିବା ପୈତୃକ ଘର, ଜାରକାରେ ଥିବା ଭଡ଼ା ଘର, ଚାନ୍ଦପୁରରେ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ୫ଟି ସ୍ଥାନରେ ରେଡ୍

ଭୁବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଆର୍‌ଆଣ୍ଡବି ଡିଭିଜନ-୫ର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ତାଙ୍କ ନାଁ ସାରଦା ପ୍ରସାଦ ଗୌଡ଼ । ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛି । ସାରଦା ପ୍ରସାଦ ଗୌଡ଼ଙ୍କ ଭୁବନେଶ୍ୱର ଗଙ୍ଗନଗରରେ…