Latest Odisha News
Browsing Tag

Vigilance

ବେଗୁନିଆପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ବ୍ରହ୍ମପୁର: ଗଞ୍ଜାମ ଜିଲାର ବେଗୁନିଆପଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକଙ୍କୁ ଧରିଛି ବ୍ରହ୍ମପୁର ଭିଜିଲାନ୍ସ। 'ମୋ ଗୁହାଳ'ର ବିଲ୍ କରାଇଦେବା ପାଇଁ ଜଣଙ୍କ ଠାରୁ ୭ ହାଜର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସରେ ଧରା ପଡିଛନ୍ତି। ସେ ଏହି ବ୍ଲକର ବୁରୁଝୁରୀ…

ଭିଜିଲାନ୍ସ ଜାଲରେ ବିଇଓ, ବକେୟା ଦରମା ପାଇଁ ସହକାରୀ ଶିକ୍ଷକଙ୍କଠୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ରେଡ୍ ହ୍ୟାଣ୍ଡ ଧରା ପଡ଼ିଲେ ବ୍ଲକ ଶିକ୍ଷା ଅଧିକାରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଶିକ୍ଷା ଅଧିକାରୀ ଅଭୟ କୁମାର ବେହେରା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଭିଜିଲାନ୍ସ ଶ୍ରୀ ବେହେରାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ କେନ୍ଦୁଝର ସହ ଯାଜପୁରର ୩ଟି…

ଲାଞ୍ଚ ନେଇ ଧରା ପଡ଼ିଲେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ । ଜଣେ ପୂର୍ବତନ ଏଲ୍ଏଲବି ଛାତ୍ରଙ୍କ ସାର୍ଟିଫିକେଟ୍ ଦେବା ପାଇଁ ଲାଞ୍ଚ ନେବା ବେଳେ ମୁଖ୍ୟ କିରାଣି ଉତ୍ତମ ରାଉତ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଛାତ୍ର ଜଣଙ୍କୁ ସାର୍ଟିଫିକେଟ୍…

୯ ଜଣ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର…

ଲଖନପୁର ଜେଇଙ୍କୁ ଧରିଲା ଭିଜିଲାନ୍ସ; ୨୫ ହଜାର ଲାଞ୍ଚ ଜବତ

ଭୁବନେଶ୍ୱର: ଝାରସୁଗୁଡ଼ାର ଲଖନପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଜେଇ ଜଣେ ସପ୍ଲାୟର ପାଖରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଲଖନପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଟିକେନାଥ ଭଇଁଷା। ଏହି ବ୍ଲକରେ ବିଭିନ୍ନ ସାମଗ୍ରୀ ଯୋଗାଉଥିବା ଏହି ସପ୍ଲାୟର କୋଶଲ…

ପଦ୍ମପୁର ଇଲେକ୍ଟ୍ରିକାଲ ଜେଇ ଭିଜିଲାନ୍ସ ଦ୍ୱାରା ଗିରଫ

ରାୟଗଡ଼ା: ପଦ୍ମପୁର ଇଲେକ୍ଟ୍ରିକାଲ ସେକ୍ସନର କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ପଟ୍ଟନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି । ଜଣେ ବ୍ୟକ୍ତିଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୋରାପୁଟ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଅଭିଯୋଗକାରୀଙ୍କ ଉଠା ଜଳସେଚନ ପଏଣ୍ଟକୁ ପୁନଃ ସଂଯୋଗ…

ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର କନିଷ୍ଠ ଯନ୍ତ୍ରୀ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଲାଞ୍ଚ ନେବା ବେଳେ ଟଙ୍କା ସହ କନିଷ୍ଠ ଯନ୍ତ୍ରୀ ସଂଘମିତ୍ରା ସାହୁଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଠିକାଦାରାଙ୍କ ବକେୟା ବିଲ୍ ପାସ୍ ପାଇଁ ଲାଞ୍ଚ ମାଗିଥିଲେ କନିଷ୍ଠ ଯନ୍ତ୍ରୀ ।…

ଆଗଲପୁର ବ୍ଲକ ଆଇସିଡିଏସ ସୁପରଭାଇଜର କୁନି ନାଏକ ଗିରଫ

ଆଗଲପୁର: ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର ରୋଧ ସେକ୍ଟର ଆଇସିଡିଏସ ସୁପରଭାଇଜର କୁନି ନାଏକଙ୍କୁ ଭିଜିଲାନ୍ସ ଗିରଫ କରିଛି । ୧୯ ହଜାର ୮୦୦ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ତାଙ୍କ ଅଧୀନସ୍ଥ ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ…

ବୋଲଗଡ଼ ଏଏସଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ବୋଲଗଡ଼ ଥାନା ଏଏସଆଇଙ୍କୁ ଶୁକ୍ରବାର ଭିଜିଲାନ୍ସ ଲାଞ୍ଚ ନେଉଥିବା ଅଭିଯୋଗରେ ଗିରଫ କରିଛି । ଏଏସଆଇ ଭଗବାନ ସ୍ୱାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ଅଭିଯୋଗକାରୀଙ୍କ ପୁଅ ଏବଂ ତା’ର ସାଙ୍ଗକୁ ଏକ ମାମଲାରେ ସାହାଯ୍ୟ…

ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡେରାବିଶ୍ ବ୍ଲକର ଏବିଇଓ ବିପିନ ବିହାରୀ ସିଂ । ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କ ସ୍ଥଗିତ ଦରମା କରାଇ ଦେବା ପାଇଁ ଶ୍ରୀ ବିହାରୀ ସିଂ ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…