Latest Odisha News

BREAKING NEWS

Browsing Tag

Vigilance

ଲାଞ୍ଚ ନେବା ବେଳେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲଙ୍କୁ ଧରିଲା ଭିଜିଲାନ୍ସ

ଭବାନୀପାଟଣା: ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ । ପୁରୁଣା ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିଲେ । ଭବାନୀପାଟଣା ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ ଆଶୁତୋଷ ମିଶ୍ରଙ୍କୁ ଧରିଛି କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍ ।…

ତହସିଲଦାରଙ୍କ ଠାରୁ ୧ ଲକ୍ଷରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ତହସିଲଦାର । ବାରଙ୍ଗ ତହସିଲଦାର ବିଚିତ୍ରାନନ୍ଦ ନାଏକଙ୍କ ଠାରୁ କଟକ ଭିଜିଲାନ୍ସ ଡିଭିଜନ ନଗତ ୧ ଲକ୍ଷ ୭ ହଜାର ଟଙ୍କା ଜବତ କରିଛି । ତହସିଲଦାର ବିଚିତ୍ରାନନ୍ଦ ଘରକୁ ଯାଉଥିବା ବେଳେ ଅପରାହ୍ଣ ପ୍ରାୟ ୩ଟା ୩୦ ସମୟରେ ଏତେ ପରିମାଣର ଟଙ୍କା ତାଙ୍କଠାରୁ ମିଳିଛି ।…

୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧାହେଲେ ମଧୁପାଟଣା ଥାନା ASI

କଟକ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପୋଲିସ ବାବୁ । କଟକ ମଧୁପାଟଣା ଥାନାର ଏଏସ୍ଆଇ ପ୍ରଣବ କିଶୋର ପ୍ରହରାଜଙ୍କୁ କଟକ ଭିଜିଲାନ୍ସ ଗିରଫ କରିଛି । ପ୍ରଣବଙ୍କୁ ଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି । ପ୍ରଣବଙ୍କୁ ଗିରଫ ପରେ ତାଙ୍କ ସରକାରୀ ବାସଭବନରେ ରେଡ୍ କରିଛି କଟକ…

ଭିଜିଲାନ୍ସ ଜାଲରେ ନୟାଗଡ଼ ମ୍ୟୁନିସିପାଲଟି ଆକାଉଣ୍ଟାଣ୍ଟ, ନେଉଥିଲେ ୨୦ ହଜାର ଟଙ୍କା ଲାଞ୍ଚ

ନୟାଗଡ଼: ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ । ନୟାଗଡ଼ ମ୍ୟୁନିସିପାଲଟିର ଆକାଉଣ୍ଟାଣ୍ଟ ଅଜୟ କୁମାର ସାଠୁଆ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅଜୟ । ସିକ୍ୟୁରିଟି ଡିପୋଜିଟ୍ ଫେରାଇବା ଲାଗି ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି । ତାଙ୍କ ଠାରୁ ଲାଞ୍ଚ ନେଇଥିବା ୨୦ ହଜାର…

ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ ବରିଷ୍ଠ କିରାଣୀ

ପାଲଲହଡ଼ା: ଅନୁଗୁଳ ଜିଲ୍ଲାରେ ପୁଣି ଜଣେ ସରକାରୀ ବାବୁ ଲାଞ୍ଚ ନେବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଅନୁଗୁଳ ଜିଲ୍ଲା ପାଲଲହଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣୀ ସାଧୁ ଚାତମ୍ବା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଥିଲା…

ଭିଜିଲାନ୍ସ ହାତରେ ଧରାପଡିଲେ ଲାଞ୍ଚୁଆ ପୋଲିସ ଅଧିକାରୀ

ନୟାଗଡ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନୟାଗଡ ବାଣୀଗୋଛା ଏଏସ୍‌ଆଇ । ଆଜି ଜଣେ ବ୍ୟକ୍ତିଙ୍କଠାରୁ ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଛନ୍ତି । ସୂଚନା ଅନୁଯାୟୀ, ବାଣୀଗୋଛା ଥାନା ଅନ୍ତର୍ଗତ କୁଳକୁମ୍ଫା ଗାଁର ସୁଶାନ୍ତ…

ଲାଞ୍ଚ ନେବା ବେଳେ ଧରାପଡିଲେ ଜିଲ୍ଲା ମତ୍ସ୍ୟ ଅଧିକାରୀ

ବାରିପଦା: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ମତ୍ସ୍ୟ ସମ୍ପଦ ଅଧିକାରୀ ସୁରେନ୍ଦ୍ର କୁମାର ଘଡ଼େଇ । ଆଜି ଲକ୍ଷେ ୧୦ହଜାର ଲାଞ୍ଚ ନେବା ବେଳେ ଟଙ୍କା ସହିତ ବାରିପଦା ଭିଜିଲାନ୍ସ ଟିମ୍ ଶ୍ରୀ ଘଡ଼େଇଙ୍କୁ ଧରିଥିଲେ। ଜଣେ ମତ୍ସ୍ୟଚାଷୀଙ୍କୁ ସରକାରୀ ସହାୟତା ରାଶି ମଞ୍ଜୁର କରିବା ପାଇଁ ଏହି…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଅଧିକାରୀ

ରାଉରକେଲା: ସୁନ୍ଦରଗଡ଼ ମୁନିସିପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଝାରସୁଗୁଡ଼ା ଟାଉନର ମଙ୍ଗଳା ବଜାରର ଶେଖ ସହିଦ ହକଙ୍କ ଅଭିଯୋଗ ପରେ ଭିଜିଲାନ୍ସ ଟିମ୍ ସମ୍ପୃକ୍ତ ଅଧିକାରୀଙ୍କୁ…

ପ୍ରଦୀପଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ଭିଜିଲାନ୍ସ କରିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ । ଆସନ୍ତା ୨୦୨୧ ମସିହା ଫେବ୍ରୁଆରୀ ୧୨ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ରହିଛି । ମୁଖ୍ୟମନ୍ତ୍ରୀ ନବୀନ…

ବନ୍ଧା ହେଲେ କୋଟିପତି ଆଇଏଫଏସ୍ ଅଫିସର ଅଭୟକାନ୍ତ ଓ ପୁଅ ଆକାଶ

ଭୁବନେଶ୍ୱର : ଗିରଫ ହେଲେ ବରିଷ୍ଠ ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକ ଏବଂ ପୁଅ ଆକାଶ ପାଠକ । ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ସେମାନଙ୍କୁ ଗିରଫ କରାଯିବା ସହ କୋର୍ଟ ଚାଲାଣ କରାଯାଇଛି । ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଅଭୟକାନ୍ତ ଗିରଫ ହୋଇଥିବା ବେଳେ ଆକାଶ ବାପାଙ୍କ ପଇସାରେ…