ନ୍ୟାୟାଳୟଙ୍କୁ ଅବମାନନା ମାମଲା । ବିଜୟ ମାଲ୍ୟାଙ୍କୁ ୪ ମାସର ଜେଲ ଦଣ୍ଡ
ଦିଲ୍ଲୀ : ନ୍ୟାୟାଳୟଙ୍କୁ ଅବମାନନା ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲ ଦଣ୍ଡ ଦେଇଛନ୍ତି । ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ବିଜୟ ମାଲ୍ୟା ଅବମାନନା ପାଇଁ କୋର୍ଟରେ କ୍ଷମା ମାଗିନାହାଁନ୍ତି । ଶୀର୍ଷ ଅଦାଲତ ପଳାତକ ବ୍ୟବସାୟୀଙ୍କୁ ଚାରି ସପ୍ତାହ ମଧ୍ୟରେ ସୁଧ…