ବିକ୍ରମ ଗୋଖଲେଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଗୁଜବ ପ୍ରଚାର ନକରିବାକୁ ଝିଅଙ୍କ ଅନୁରୋଧ
ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ବିକ୍ରମ ଗୋଖଲେ । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ପୁଣେର ଦିନାନାଥ ମଙ୍ଗେସ୍କର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିକ୍ରମ ଗତ କିଛି ଦିନ ହେଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।
ତାଙ୍କ ଝିଅଙ୍କ କହିବାନୁସାରେ,…