Latest Odisha News

BREAKING NEWS

Browsing Tag

Vimsar

ଭୀମସାରରେ ୪ ଛୁଆଙ୍କୁ ଜନ୍ମ ଦେଲେ ମହିଳା

ସମ୍ବଲପୁର: ଗୋଟିଏ ଥରରେ ୪ ଛୁଆଙ୍କୁ ଜନ୍ମ ଦେଇଛନ୍ତି ମହିଳା । ବୁର୍ଲା ଭୀମସାରରେ ବୁଧବାର ସୋନପୁରର ଜଣେ ମହିଳା ୪ ଛୁଆଙ୍କୁ ଜନ୍ମ ଦେଇଛନ୍ତି । ନବଜାତକଙ୍କ ମଧ୍ୟରେ ୩ ଜଣ ଝିଅ ଥିବା ବେଳେ ଜଣେ ଶିଶୁପୁତ୍ର ରହିଛି । ମାଆଙ୍କ ସହ ୪ ଛୁଆଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହସ୍ପିଟାଲ…

କରୋନାରେ ଭିମସାରର ବରିଷ୍ଠ ଡାକ୍ତରଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣରେ ଭିମସାରର ଜଣେ ବରିଷ୍ଠ ଡାକ୍ତର ପ୍ରଫେସର ଅନୁପ ଶତପଥୀଙ୍କର ଦେହାନ୍ତ ଘଟିଛି। ସମ କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ହୋଇଛି। ସେ ଭିମସାରର ଦନ୍ତ ଚିକିତ୍ସା ବିଭାଗର ମୁଖ୍ୟ ଥିଲେ। ସୂତ୍ରରୁ ପ୍ରକାଶ ଯେ…

ବୁର୍ଲା ଭୀମସାରରେ ହେବ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ

ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ସଂକ୍ରମଣ ବଢ଼ୁଥିବା ବେଳେ ବୁର୍ଲା ଗସ୍ତରେ ଯାଇ ସମ୍ବଲପୁର ଜିଲ୍ଲାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ସମୀକ୍ଷା ପରେ ବୁର୍ଲା ଭୀମସାରରେ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ…

ହସ୍ପିଟାଲରୁ ଖସି ଚାଲିଗଲେ ସଂଦିଗ୍ଧ କରୋନା ରୋଗୀ !

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ବୁର୍ଲ୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡ଼ିକାଲ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ (ଭିମସାର)ର ଆଇସୋଲେସନ ୱାର୍ଡ଼ରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ଖସି ଚାଲିଯାଇଛନ୍ତି । ଏହି ଘଟଣା ସମ୍ପର୍କରେ ବୁଧବାର ଜଣାପଡ଼ିଥିବା ନେଇ ଭିମସାର୍ ସୂତ୍ରରୁ ସୂଚନା ମିଳିଛି । ଅଧିକ…

କଂଗ୍ରେସ ଛାଡିଲେ ‘ଭିମସାର୍’ ପୂର୍ବତନ ନିର୍ଦ୍ଦେଶକ ଅଶ୍ୱିନୀ ପୂଜାହାରୀ

ଭୁବନେଶ୍ୱର : ବୁର୍ଲା ସ୍ଥିତ ଭିମସାର୍ ମେଡିକାଲର ପୂର୍ବତନ ନିର୍ଦ୍ଦେଶକ ଡଃ ଅଶ୍ୱିନୀ ପୂଜାହାରୀ ସୋମବାର ଦିନ କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ଶ୍ରୀଯୁକ୍ତ ପୂଜାହାରୀ ନିଜ ଇସ୍ତଫା ପତ୍ର ସମ୍ବଲପୁର କଂଗ୍ରେସ ସଭାପତି ଏବଂ ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ…