Latest Odisha News

BREAKING NEWS

Browsing Tag

viral alert

[ଭିଡିଓ] ଅବକାରୀ ଅଧିକାରୀ କହିଲେ, “ମଦୁଆ ସତ କୁହନ୍ତି”

ଭୁବନେଶ୍ୱର: ଭାରତରେ ମଦ ପିଉଥିବା ସମସ୍ତ ବ୍ୟକ୍ତି ସତ କୁହନ୍ତି । ସର୍ବସମ୍ମୁଖରେ ଗଣମାଧ୍ୟମରେ କିଛି ଏପରି ମନ୍ତବ୍ୟ ଦେଇ ଜଣେ ବରିଷ୍ଠ ଅବକାରୀ ଅଧିକାରୀ ଚର୍ଚ୍ଚାକୁ ଆସିଛନ୍ତି । ତେବେ ଖାଲି ଚର୍ଚ୍ଚା ନୁହେଁ ବରଂ ଅବକାରୀ ଅଧିକାରୀଙ୍କ ଭିଡିଓଟି ମଧ୍ୟ ସୋସିଆଲ ମିଡିଆରେ ବହୁଳ ମାତ୍ରାରେ…

[ଭିଡିଓ] ଚାଲାକ ହାତୀର ଚକିତକର କାରନାମା

ଭୁବନେଶ୍ୱର: ସାଧାରଣତଃ ହାତୀ ବୁଦ୍ଧିଆ ଓ ସମ୍ବେଦନଶୀଳ ଜନ୍ତୁ ଭାବେ ପରିଗଣିତ । ସେମାନଙ୍କ ନିକଟରେ ବିଚକ୍ଷଣ ସ୍ମୃତିଶକ୍ତି ରହିଛି । ସୋସିଆଲ ମିଡିଆରେ ଗୋଟିଏ ହାତୀର କାରନାମା ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଏହି ଭଡିଓରେ ଗୋଟିଏ ହାତୀ ମଣିଷଙ୍କୁ ନକଲ କରି ଲୁହାର ବାଡ ଡେଇଁବାରେ…

[ଭିଡିଓ] କ୍ଷୀର ଦେଲାନି ମଇଁଷି, ଗୁଣିଗାରେଡି ସନ୍ଦେହରେ ଥାନାରେ ଦ୍ୱାରସ୍ତ ହେଲେ ଚାଷୀ

ଭୁବନେଶ୍ୱର: ଜଣେ ଚାଷୀ ନିଜ ମଇଁଷିକୁ ନେଇ ଚିନ୍ତାରେ ପଡିଥିଲେ । ବାରମ୍ବାର ଚେଷ୍ଟା ସତ୍ତ୍ୱେ ମଇଁଷି କ୍ଷୀର ଦେବାକୁ ଅମଙ୍ଗ ହୋଇଥିଲା । ଘଟଣାକ୍ରମେ ମଇଁଷୀ ଉପରେ କେହି ଗୁଣିଗାରେଡି କରିଥିବା ସନ୍ଦେହ କରି ଶେଷରେ ଚାଷୀ ଜଣକ ଥାନାରେ ଦ୍ୱାରସ୍ତ ହୋଇଥିଲେ । ମଧ୍ୟପ୍ରଦେଶ ଭିଣ୍ଡ ଅଂଚଳରୁ…

[ଭିଡିଓ] ଖୋଲିଲା ସ୍କୁଲ, ବ୍ୟାଣ୍ଡ ବାଜା ଧରି ପହଂଚିଗଲେ ଅଭିଭାବକ

ନୂଆଦିଲ୍ଲୀ: କରୋନା ମହାମାରୀରେ ଲୋକେ ଭୟଭୀତ ହୋଇପଡିଥିଲେ । ହେଲେ ଏବେ ଧୀରେଧୀରେ ସାଧାରଣ ସ୍ଥିତିକୁ ଫେରୁଛି ଲୋକଙ୍କ ମାନସିକତା । ପାଖାପାଖି ୨୦ ମାସ ପରେ ଛାତ୍ରଛାତ୍ରୀମାନେ ସ୍କୁଲକୁ ଫେରିଛନ୍ତି । ଏହି ଖୁସୀରେ ଅଭିଭାବକମାନେ ବ୍ୟାଣ୍ଡ ବାଜା ବଜାଇ ସେମାନଙ୍କୁ ପିଲାମାନଙ୍କୁ ସ୍କୁଲ…

[ଭିଡିଓ] ନଡିଆ ଗଛରେ ଚଢି ସମସ୍ତଙ୍କୁ ଚକମା ଦେଲା ବିରାଟକାୟ ଅଜଗର

ଭୁବନେଶ୍ୱର: ସୋସିଆଲ ମିଡିଆରେ ଅଜଗର ସାପର ଏକ ଭିଡିଓ ବହୁଳମାତ୍ରାରେ ଭାଇରାଲ୍ ହୋଇଛି । ଏହି ଭିଡିଓରେ ଓଜନଦାର ବିରାଟକାୟ ଅଜଗର ସାପଟି କୁଣ୍ଡଳୀ ମାରି ଚଢିବାରେ ଦେଖାଯାଇଛି । ଏହି ଭିଡିଓଟି କେବେ ଓ କେଉଁଠୁ ଆସିଛି ତାହା ସ୍ପଷ୍ଟ ହୋଇପାରିନି । ଦକ୍ଷିଣ-ପୂର୍ବ ଏସିଆରେ ଏହି ଘଟଣାଟି…

ପୋଷା ସାପକୁ ଯୁବତୀଙ୍କ ଚୁମ୍ବନ, ଲୋକେ ଦେଖି ଛାନିଆଁ

ଭୁବନେଶ୍ୱର: ସାପକୁ ଦେଖିଲେ ପ୍ରାୟ ସମସ୍ତେ ଭୟଭୀତ ହୋଇଥାନ୍ତି । ବିଷାକ୍ତ ହେଉ ଅବା ସାଧାରଣ ସାପ । ସାପକୁ ଦେଖିଲା ଲୋକେ ଧାଁ ଦଉଡ କରିଥାନ୍ତି । ହେଲେ ଆପଣ କେବେ ସାପକୁ ପାଳିବାକୁ ଚେଷ୍ଟା କରିଛନ୍ତି କି ? ଅଥଚ ଭାରତରେ ଏଭଳି ସୁବିଧା ସହଜରେ ମିଳେନାହିଁ । ତେବେ ଏପରି ପ୍ରଶ୍ନ କରିବା ପଛରେ…

[ଭିଡିଓ] ଯେମିତିକୁ ସେମିତି, ନିର୍ଦୟ ବ୍ୟକ୍ତିକୁ ବୁଦ୍ଧି ଶିଖାଇଲା ଗାଈ

ଭୁବନେଶ୍ୱର: ଜୀବଜନ୍ତୁ ଦୟା ଓ ସହାନୁଭୂତିର ମର୍ମ ବୁଝନ୍ତି । ଏ କଥାକୁ ପ୍ରମାଣିତ କରିଛି ଏକ ଭାଇରାଲ୍ ଭିଡିଓ । ଏହି ଭିଡିଓରେ ଜଣେ ବ୍ୟକ୍ତି ଗୋଟିଏ କୁକୁରକୁ ମାଡ ମାରୁଥିବାର ଦେଖାଯାଇପାରେ । ହେଲେ କିଛି କ୍ଷଣ ପରେ ଗୋଟିଏ ଗାଈ ଆସି ବ୍ୟକ୍ତିଙ୍କ କବଳରୁୁ କୁକୁରଟିକୁ ରକ୍ଷା କରିଥିଲା ।…

[ଭିଡିଓ] ମାଆ ପୁଅର ଜୀବନ ବଂଚାଇଲେ ବନ ବିଭାଗ କର୍ମଚାରୀ

ଓଡିଶା ସମ୍ବାଦ ବ୍ୟୁରୋ: ସୋସିଆଲ୍ ମିଡିଆରେ ଏମିତି ଅନେକ ଭିଡିଓ ଭାଇରାଲ୍ ହୁଏ, ଯାହା ଆପଣଙ୍କ ମନକୁ ଆନ୍ଦୋଳିତ କରିଥାଏ । ତେବେ ନିକଟରେ ତାମିଲନାଡୁର ଏକ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଯାହାକୁ ଦେଖବା ପରେ ଆପଣ ଚକିତ ହୋଇଯିବେ ନିଶ୍ଚୟ । ତାମିଲନାଡୁର ଅନାଇଭରୀ ଝରଣାର…

[ଭିଡିଓ] ତନ୍ଦୁରି ରୁଟିରେ ପକାଉଥିଲା ଛେପ, ଭିଡିଓ ଭାଇରାଲ ପରେ ଧରାପଡିଲା ଅଭିଯୁକ୍ତ

ଭୁବନେଶ୍ୱର: ସୋସିଆଲ ମିଡିଆରେ ଏକ ଭିଡିଓ ଅନେକଙ୍କୁ ଚକିତ କରିଛି । ଆଜି ବହୁଳ ମାତ୍ରାରେ ଭାଇରାଲ୍ ହୋଇଥିବା ଏହି ଭିଡିଓରେ ଜଣେ ବୟସ୍କ ବ୍ୟକ୍ତି ତନ୍ଦୁରି ରୁଟିରେ ଛେପ ପକାଇବା ଦୃଶ୍ୟ କଏଦ ହୋଇଛି । ଗାଜିଆବାଦର ଏକ ଢାବାରେ ଜଣେ ବ୍ୟକ୍ତି ତନ୍ଦୁରି ରୁଟି ପ୍ରସ୍ତୁତ କରୁଥିବା ସମୟରେ ଛେପ…

[ଭିଡିଓ] ଭାଇରାଲ୍ ଆଲର୍ଟ: ଏଟିଏମ୍‌ରେ ଯୁବତୀଙ୍କ ଅସମ୍ଭାଳ ନାଚ

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଜଣେ ଯୁବତୀଙ୍କ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ମୋବାଇଲକୁ ମୋବାଇଲ ଘୁରି ବୁଲୁଥିବା ଏହି ଭିଡିଓରେ ଜଣେ ଯୁବତୀଙ୍କ ଅସମ୍ଭାଳ ନାଚ ଦେଖାଯାଇପାରେ । ହେଲେ ଖାସ କରି ଏଟିଏମ୍‌ରେ ଟଙ୍କା ଉଠାଣ ବେଳେ ଯୁବତୀଙ୍କ ନାଚ ସମସ୍ତଙ୍କୁ ତାଜୁବ କରିଛି ।…