[ଭାଇରାଲ୍ ଆଲର୍ଟ] ଆସିଲା “ବେଲା ଚାଓ”ର ଗୁଜରାଟୀ ଭର୍ସନ୍
ଭୁବନେଶ୍ୱର: ସାରା ବିଶ୍ୱରେ ସୁପରହିଟ୍ ନେଟଫ୍ଲିକ୍ସ ସିରିଜ୍ ମନି ହାଇଷ୍ଟକୁ ମିଳିଛି ଜବରଦସ୍ତ ରେସ୍ପୋନ୍ସ । ଖାସ କରି ସିରିଜ୍ରେ ଥିବା ବେଲା ଚାଓ ଗୀତଟି ସମସ୍ତ ପ୍ଲାଟଫର୍ମରେ ସେନ୍ସେସନ୍ କ୍ରିଏଟ୍ କରିଥିଲା । ଏହି ଗୀତକୁ ନେଇ ଅନେକ ଲୋକ ହିନ୍ଦୀ, ପଂଜାବୀ ଓ ବଙ୍ଗଳା ଭର୍ସନରେ ଡବ୍…