Latest Odisha News
Browsing Tag

Viral audio case

ଅଡିଓ ଭାଇରାଲ ମାମଲା: ତଦନ୍ତରେ ସହଯୋଗ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: କୋଭିହ ଯୋଦ୍ଧାଙ୍କ ସମ୍ପର୍କରେ ବିଭ୍ରାନ୍ତିକରଣ ଅଡିଓ ଭାଇରାଲ ମାମଲାକୁ ନେଇ ବିବାଦ ବଢ଼ିବାରେ ଲାଗିଛି।  ମାମଲା ଏବେ ହାଇକୋର୍ଟରେ ପହଞ୍ଚିଛି। ସଂପୃକ୍ତ ଟିଭି ଚାନେଲରେ କାର୍ଯ୍ୟରତ ୩ ଜଣ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଆଜି ଏହି ମାମଲାର ଶୁଣାଣି କରି ସେମାନଙ୍କୁ…

ଅଡିଓ ଭାଇରାଲ ମାମଲା: ଗିରଫ ୨ଜଣଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଅଡିଓ ଭାଇରାଲ ଘଟଣାରେ ଗିରଫ ହୋଇଥିବା ୨ ଜଣଙ୍କୁ ଜାମିନ୍ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ୨ ଜଣଙ୍କୁ ସର୍ତମୂଳକ ଜାମିନ ଦେଇଛନ୍ତି । ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚଲିକାରେ ଉଭୟ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ୍ ମିଳିଥିବା…