ସାଇକେଲ ହ୍ୟାଣ୍ଡେଲ ଛାଡ଼ି ପତଲି କମରିଆଁ ଗୀତରେ ଡ୍ୟାନ୍ସ କଲେ ଯୁବତୀ….
ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଚାଲିଛି ରିଲ୍ସର ଟ୍ରେଣ୍ଡ । ସବୁବେଳେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି । କିଛି ଭିଡିଓ ୟୁଜରଙ୍କ ପସନ୍ଦ ହେବା ସହ ଭିଡିଓଟିର ମଜା ଉଠାଉଛନ୍ତି । ଏମିତି ରିଲ୍ କରିଥାନ୍ତି, ଯାହା ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥାଏ। ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି…