Latest Odisha News

BREAKING NEWS

Browsing Tag

viral video

[ଭାଇରାଲ୍ ଭିଡିଓ] ମାଆ କରୁଛି ମାଆକୁ ସଲାମ

ସେ ଭାରତ ମାତା । ତ୍ରିରଙ୍ଗା ଫର୍ ଫର୍ ଉଡିଲା ବେଳେ ଆମ ଛାତି କୁଣ୍ଢେମୋଟ ହୋଇଯାଏ । କାରଣ ଆମେ ସ୍ୱାଧୀନ । ଇଂରେଜ ଶାସନ କାଳରେ ଏଇ ଭାରତ ଦେଖିଛି କେତେ କେତେ ଜୁଲମ୍‌, ଦେଖିଛି ଅତ୍ୟାଚାର । ଏଇ ମାଆ ମାଟି ପାଇଁ କେତେ ଯେ ଜୀବନ ଯାଇଛି କେତେ ରକ୍ତ ବୋହୁଛି । ପ୍ରତିବର୍ଷ ଅଗଷ୍ଟ ୧୫ ତାରିଖରେ…

[ଭାଇରାଲ ଭିଡିଓ] କାହିଁକି ଗଣେଶ ମୂର୍ତ୍ତିଗୁଡିକୁ କଚାଡି ଭାଙ୍ଗିଲେ ମହିଳା

ଭୁବନେଶ୍ୱର: ଗଣେଶ ଚତୁର୍ଥୀକୁ ଆଉ ଦିନ କେଇଟା ବାକି । ଏଥି ପାଇଁ ବଜାରରେ ଗଣେଶଙ୍କର ଭଳିକି ଭଳି ମୂର୍ତ୍ତି ମିଳିଲାଣି । କିନ୍ତୁ ବାହାରିନର ମନାମାର ଜୁଫେୟାର ଅଂଚଳର ଏକ ସୁପର ମାର୍କେଟରେ ଗଣେଶ ମୂର୍ତ୍ତି ବିକ୍ରି ହେଉଥିବା ବେଳେ ଅଜବ ଚିତ୍ର ଦେଖିବାକୁ ମିଳିଛି । ଯାହାର ଭିଡିଓ ଏବେ ସୋସିଆଲ…

ଏମିତି ମା’ କାହାକୁ ନମିଳୁ, ୧୫ ମାସର ଛୁଆକୁ ହାତ ଗୋଡ ବାନ୍ଧି ନିସ୍ତୁକ ମାଡ

କୋଣାର୍କ: ମା’ଠୁ ଅଧିକ ନିଜର କେହି ନାହିଁ । ଛୁଆକୁ କଷ୍ଟ ହେଲେ ମା’କୁ କଷ୍ଟ ହୁଏ । ଛୁଆ କାନ୍ଦିଲେ ମା’ କାନ୍ଦେ । ହେଲେ ମା’ ଯେତେବେଳ ସାଜେ ଡାହାଣି । ସେତେବେଳେ ଛୁଆର କଷ୍ଟ ମା’ଆଗରେ ତୁଛ ହୋଇଯାଏ । ଯାହାକୁ କଷ୍ଟ ସହି ନିଜ ୧୦ ମାସ ଗର୍ଭରେ ରଖି ଜନ୍ମ କରିଥିଲା ଆଜି ତା’ ପାଇଁ ସେ…

[ଭାଇରାଲ୍ ଭିଡିଓ] ଜନ୍ମଦିନରେ ବୃଦ୍ଧାଙ୍କ ଚକିତକର କାରନାମା !

କୋଲକାତା: ସତରେ ଖୁସୀ ମନାଇବା ପାଇଁ ନାହିଁ କୌଣସି ବୟସ ସୀମା । ଏହି କଥାକୁ ସତ ପ୍ରମାଣିତ କରିଛନ୍ତି କୋଲକାତାର ଜଣେ ୯୩ ବର୍ଷୀୟ ବୃଦ୍ଧା । ନିଜ ଜନ୍ମଦିନରେ ପରିବାର ଲୋକଙ୍କ ସହ ମିଶି ବୃଦ୍ଧା ଜଣକ ଫୁଲ୍ ଦମ୍‌ରେ ଡାନ୍ସ କରିଥିଲେ । ତାଙ୍କ ଡାନ୍ସିଂ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍…

[ଭାଇରାଲ୍ ଭିଡିଓ] ହଜାରହଜାର ଗଛ ଓପାଡିଲେ ପାକିସ୍ତାନୀ !

ପାକିସ୍ତାନ: ରବିବାର ପାକିସ୍ତାନରେ ଘଟିଥିଲା ଏକ ଅଭାବନୀୟ ଘଟଣା । ଯେଉଁଠି ଭାରତର ପ୍ରଧାନମନ୍ତ୍ରୀ ଗଛ ଲଗାଇବାକୁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି । ସେଠି ପାକିସ୍ତାନୀ ଲୋକ ଲାଗିଥିବା ଗଛକୁ ଓପାଡି ଫୋପାଡିବାର ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ…

[ଭାଇରାଲ୍ ଭିଡିଓ] ମୁମ୍ବାଇ ବନ୍ୟାରେ ମହିଳାଙ୍କ କମାଲ୍ !

ମୁମ୍ବାଇ: ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିରେ ବେହାଲ ମୁମ୍ବାଇ । ଗତ କିଛି ଦିନ ଧରି ମୁମ୍ବାଇର ପରିସ୍ଥିତି ନେଇ ଲଗାତାର ଭିଡିଓ ସାମ୍ନାକୁ ଆସିଛି । ହେଲେ ନିକଟରେ ଜଣେ ମହିଳାଙ୍କ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । ପଶ୍ଚିମ ମୁମ୍ବାଇ ତୁଲସୀ ପାଇପ୍ ରୋଡ୍‌ରୁ ଆସିଥିବା ଏହି…

[ଭିଡିଓ] ବେରୁଟ୍ ପରେ ଦୁବାଇରେ ଭୀଷଣ ଅଗ୍ନିକାଣ୍ଡ !

ଦୁବାଇ: ଲେବାନନ୍ ବେରୁଟ୍‌ରେ ଭୟଙ୍କର ବିସ୍ଫୋରଣ ଲୋକଙ୍କ ମନରେ ନ ଲିଭୁଣୁ ଦୁବାଇରେ ସାମ୍ନାକୁ ଆସିଛି ଭୟଙ୍କର ଦୃଶ୍ୟ । ମଙ୍ଗଳବାର ବେରୁଟ୍ ଓ ବୁଧବାର ଦୁବାଇରେ ଘଟିଥିଲା ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ବିପୁଳ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ବେରୁଟ୍ ବିସ୍ଫୋରଣର ମାତ୍ର…

[ଭିଡିଓ] ଅଯୋଧ୍ୟାରେ ରାମ ମନ୍ଦିର, ହିମାଚଳରେ ହନୁମାନଙ୍କ ଗଦା ପ୍ରହାର !

ହିମାଚଳ ପ୍ରଦେଶ: ସରିଛି ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିରର ଭୂମିପୂଜନ । ଏହି ଅବସରରେ ଭାଇରାଲ୍ ହୋଇଛି ଏକ ଭିଡିଓ । ଭିଡିଓଟି ହିମାଚଳ ପ୍ରଦେଶର ହୋଇଥିଲାବେଳେ ତାଜା ସ୍ଥିତିରେ ଏହା ଭାଇରାଲ୍ ହୋଇଛି । ଭିଡିଓରେ ଜଣେ ବ୍ୟକ୍ତି ପ୍ରଭୁ ହନୁମାନଙ୍କ ବେଶରେ ଅଛନ୍ତି । ଅନ୍ୟପଟେ ଆଉ ଜଣେ…

[ଭିଡିଓ] ସୋସିଆଲ୍ ମିଡିଆରେ ଭାଇରାଲ୍ ଟ୍ରପିକାଲ ଆଇସଲ୍ୟାଣ୍ଡ କେକ୍ !

ଭୁବନେଶ୍ୱର: ବିଶ୍ୱରେ ଫୁଡ୍ ଟ୍ରେଣ୍ଡ ପ୍ରତିଦନ ବଦଳିଥାଏ । ସେଥିମଧ୍ୟରୁ ଖାସ କରି କିଛି ସୋସିଆଲ ମିଡିଆ ପାଇଁ ଭାଇରାଲ୍ ହୋଇଥାଏ । ତେବେ ଏ କଥା କହିଲେ କିଛି ଭୁଲ ହେବନି ଯେ, ଏକ୍ସପରିମେଣ୍ଟ ଜରିଆରେ ହିଁ କିଛି ଖାସ୍ ଉଦ୍ଭାବନ ହୋଇଥାଏ । ତେବେ ତାଜା ସ୍ଥିତିରେ ଟ୍ରପିକାଲ୍ ଆଇସ୍‌ଲ୍ୟାଣ୍ଡ…

[ଭିଡିଓ] ଅଜବ ୟୁ-ଟ୍ୟୁବରଙ୍କ ଗଜବ ଭିଡିଓ !

ଇଣ୍ଡୋନେସିଆ: ସାଧାରଣତଃ କିଛି ନିଆରା ଘଟଣା କିମ୍ବା ତାଜୁବ କରିଦେଲା ଭଳି ଭିଡିଓ ହିଁ ଆଜିକାଲି ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥାଏ । ହେଲେ ଏବେ କିଛି ନ କରି ସୁଦ୍ଧା ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ ହେବାରେ ଲଗିଛି । କଥାଟା ଶୁଣିବାକୁ ଅଡୁଆ ଲାଗୁଥିଲେ ବି ଏହା ସତ । ଇଣ୍ଡୋନେସିଆର…