ଭାରତୀୟ ଯବାନଙ୍କ ସହ ସେଲଫି ନେବାକୁ ମନା କଲେ ବିରାଟ, ଫ୍ୟାନ୍ସ କଲେ ସମାଲୋଚନା
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ସେ ଭାରତୀୟ ଯବାନଙ୍କ ସହ ସେଲଫି ନେବାକୁ ସ୍ପଷ୍ଟ ଭାବେ ମନା କରୁଥିବା ଦେଖାଯାଉଛି। ଏନେଇ ଫ୍ୟାନ୍ସ ସମାଲୋଚନା କରିଛନ୍ତି । ପ୍ରଶ୍ନ କରିଛନ୍ତି, ଆମର ଏବଂ ଦେଶର ସୁରକ୍ଷା ପାଇଁ ଦିନରାତି କାମ…