Latest Odisha News

BREAKING NEWS

Browsing Tag

Vote

୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ

ଭୁବନେଶ୍ୱର : ପଦ୍ମପୁର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ପଦ୍ମପୁର ପାଇଁ ଭୋଟ୍ ଗ୍ରହଣ ଜାରି ରହିଛି । ଭୋଟରଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ…

ଭୋଟ୍ ଦେଉଛି ପଦ୍ମପୁର, ସକାଳ ୭ଟାରୁ ମତଦାନ ଆରମ୍ଭ

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ଭୋଟ୍ ଗ୍ରହଣ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ସମସ୍ତ ବୁଥ ମାନଙ୍କରେ ସକାଳ ୬ ଟାରୁ ମକ୍ ପୋଲ୍ ହୋଇଥିଲା । ଅପରାହ୍ନ ୪ଟା ଯାଏଁ ଭୋଟ୍ ଗ୍ରହଣ ହେବ । ବର୍ଷା ସିଂ ବରିହା ଏକ ନମ୍ବର ୱାର୍ଡ ର ବୁଥ ନମ୍ବର ୧୩ ରେ ମତଦାନ କରିଛନ୍ତି  । ମୋଟ…

ଧାମନଗର: ମତସାବ୍ୟସ୍ତ କଲେ ପ୍ରାର୍ଥୀ

ଧାମନଗର: ଧାମନଗରରେ ଚାଲିଛି ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ। ଧାମନଗର ନିର୍ବାଚନମଣ୍ଡଳୀର କାପଡାର ୭୮ ନମ୍ବର ବୁଥରେ ବିଜେଡି ପ୍ରାର୍ଥୀନୀ ଅବନ୍ତି ଦାସ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ସେହିପରି ତିହିଡି କାପଡାର ୭୫ ନମ୍ବର ବୁଥରେ ସ୍ଵାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ…

ଉପରାଷ୍ଟ୍ରପତି ନିର୍ବାଚନ ଭୋଟ ଚାଲିଛି

ନୂଆଦିଲ୍ଲୀ:  ଆଜି ସକାଳ ୧୦ଟାରୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଆରମ୍ଭ ହୋଇଛି । https://twitter.com/ani_digital/status/1555784517540925440 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା  ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଦ୍ରୌପଦୀଙ୍କ ପ୍ରାର୍ଥୀତ୍ବ ରାଜ୍ୟବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ ବୋଲି କହିଛନ୍ତି। ଓଡ଼ିଶାର ସବୁ ଭୋଟ…

କେମିତି ଭୋଟ୍‌ ଦେବେ କରୋନା ସଂକ୍ରମିତ ବ୍ୟକ୍ତି?

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିଛନ୍ତି। କରୋନା ବିସ୍ଫୋରଣ ହେତୁ କୌଣସି ରାଜ୍ୟରେ ରାଲି ଏବଂ ରୋଡ୍ ସୋ ଆୟୋଜନ କରିବାକୁ ଅନୁମତି ମିଳିବ ନାହିଁ। ଏହା ବ୍ୟତୀତ ସର୍ବସାଧାରଣ ସ୍ଥାନରେ…

ପଞ୍ଚାୟତ ନିର୍ବାଚନ ପାଇଁ ଡିସେମ୍ବର ୧୪ରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୪ରେ ଚୁଡାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ…