ପଞ୍ଚାୟତ ନିର୍ବାଚନ: ୧୫ ବର୍ଷ ପରେ ନିୟମଗିରିରେ ପଡ଼ିଲା ଭୋଟ୍
ରାୟଗଡ଼ା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ତୃତୀୟ ପର୍ଯ୍ୟାୟ ମତଦାନ। ଆଜି ସକାଳ ୭ଟାରୁ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ନିଜ ମତାଧିକାର ସାବ୍ୟସ୍ତ ପାଇଁ ଲୋକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ଭୋଟରମାନେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ…