ବ୍ରଜରାଜନଗର ଉପନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ
ଝାରସୁଗୁଡ଼ା : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଚାଲିଛି ମତଦାନ । ମୋଟ ୨ ଲକ୍ଷ ୧୪ ହଜାର ୮ ଶହ ୭୮ ଜଣ ଭୋଟର ଭୋଟ ଦେଉଛନ୍ତି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ମୋଟ ୧୨୨୮ ପୋଲିଂ ଅଧିକାରୀ ମୁତୟନ ଅଛନ୍ତି । ସୁରକ୍ଷା ପାଇଁ ୧୦୦୦ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ମୋଟ ୨୭୯ଟି ବୁଥରେ…