Latest Odisha News

BREAKING NEWS

Browsing Tag

Voting

୬୮ ବିଧାନସଭା ଆସନ ପାଇଁ ହିମାଚଳପ୍ରଦେଶରେ ଭୋଟିଂ ଆରମ୍ଭ

ସିମଲା: ଆରମ୍ଭ ହେଲା ହିମାଚଳ ପ୍ରଦେଶ ଭୋଟିଂ । ଆଜି ହିମାଚଳ ପ୍ରଦେଶର ୬୮ ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି । ସକାଳ ୮ଟାରୁ ଭୋଟିଂ ଆରମ୍ଭ ହୋଇଛି । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ହେବ । ୪୧୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୫୫ ଲକ୍ଷରୁ ଅଧିକ ଭୋଟର । ସେଥିରୁ ୨୪ ଜଣ ମହିଳା…

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଡିସେମ୍ୱର ୫ ତାରିଖରେ ପଦ୍ମପୁର ବିଧାନସଭା ପାଇଁ ଉପନିର୍ବାଚନ ହେବ । ଡିସେମ୍ୱର ୮ ତାରିଖରେ ଭୋଟ୍ ଗଣତି ହେବ । ଏନେଇ ପୂର୍ବରୁ ଭାରତୀୟ…

ଭୋଟ୍ ଦେଉଛି ଧାମନଗର; ସକାଳ ୯ ସୁଦ୍ଧା ୧୦.୨୫%

ଧାମନଗର : ଧାମନଗର ଉପନିର୍ବାଚନ ପାଇଁ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟ୍‌ ଗ୍ରହଣ । ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଧାମନଗର ନିର୍ବାଚନମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ ଜଣ ଭୋଟର ଆଜି ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧…

ପଞ୍ଚାୟତ ପାଇଁ ଶେଷ ହେଲା ମତଦାନ, ଶନିବାରରୁ ଭୋଟ ଗଣତି

ଭୁବନେଶ୍ବର : ଶେଷ ହୋଇଛି ପଞ୍ଚମ ତଥା ଶେଷ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାର ୪୮ ବ୍ଲକରେ ମତଦାନ ଶେଷ ହୋଇଛି । ୧୩୧ ଜିଲ୍ଲା ପରିଷଦ ଆସନରେ ନେତା ବାଛିଛନ୍ତି ଜନତା । ଆଜି ୯୭୫ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ମତ ସାବ୍ୟସ୍ତ କରିଛନ୍ତି ଭୋଟର । ପଞ୍ଚମ…

ପଶ୍ଚିମବଙ୍ଗରେ ଶେଷ ପର୍ଯ୍ୟାୟ ମତଦାନ, ୩୫ ଆସନ ପାଇଁ ଚାଲିଛି ଭୋଟିଂ

ଭୁବନେଶ୍ୱର: କରୋନା ସଂକ୍ରମଣ ବୃଦ୍ଧି ଭିତରେ ଆଜି ପଶ୍ଚିମବଙ୍ଗରେ ଅଷ୍ଟମ ତଥା ଶେଷ ପର୍ଯ୍ୟାୟ ମତଦାନ ହେଉଛି । ୩୫ଟି ଆସନରେ ୨୮୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୮୪ ଲକ୍ଷରୁ ଅଧିକ ଭୋଟର । ପ୍ରାୟ ୧୧ ହଜାର ୮୬୦ଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ…

ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ

କୋଲକାତା: ପଶ୍ଚିମବଙ୍ଗ ଓ ଆସାମରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ବାଙ୍କୁରା, ପୁରୁଲିଆ, ଝାରାଗ୍ରାମ ଓ ପୂର୍ବ ମେଦିନୀପୁର ଜିଲ୍ଲାର ୩୦ଟି ଆସନ ଓ ଆସାମର ୪୭ଟି ଆସନରେ ମତଦାନ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗରେ ସକାଳ…