Latest Odisha News

BREAKING NEWS

Browsing Tag

Wall Collapse

କାନ୍ଥ ଭୁଶୁଡ଼ି ମାଆ ଓ ଝିଅ ମୃତ, ପୁଅ ଗୁରୁତର

ଫୁଲବାଣୀ: ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି । ଏହାରି ଭିତରେ କନ୍ଧମାଳ ଜିଲ୍ଲାରୁ ଆସିଛି ଦୁଃଖ ଦାୟକ ଖବର । ଫୁଲବାଣୀ ସହରରେ ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ମାଆ ଓ ୫ ବର୍ଷର ଝିଅର ମୃତ୍ୟୁ ହୋଇଛି । ଗୁରୁତର ଆହତ ହୋଇଛି ପୁଅ । ମଧ୍ୟାହ୍ନରେ ପ୍ରବଳ ବର୍ଷା…

ଭୁଶୁଡିଲା ନିର୍ମାଣଧୀନ ପାଚେରି, ଶିଶୁ ସମେତ ୯ ମୃତ

ହାଇଦ୍ରାବାଦ: ପାଚେରି ଭୁଶୁଡି ୯ ଜଣଙ୍କ ମୃତ୍ୟୁ । ତେଲେଙ୍ଗାନା ହାଇଦ୍ରାବାଦ ବାନ୍ଦଲାଗୁଡା ଅଂଚଳରେ ଘଟିଛି ଏଭଳି ଅଘଟଣ । ପ୍ରବଳ ବର୍ଷା ଯୋଗୁଁ ଏକ ନିର୍ମାଣଧୀନ ପାଚେରି ଭୁଶୁଡି ପଡିବା ଫଳରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ୯ ମୃତକଙ୍କ ମଧ୍ୟରେ ଜଣେ ଦୁଇ ମାସର ଶିଶୁ ମଧ୍ୟ ରହିଛି । ଏଥିସହ ଏହି…

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ, ୨ମୃତ ଓ ୩ ଗୁରୁତର

କେନ୍ଦ୍ରାପଡା/ବାଲେଶ୍ୱର: କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁଁ ଗତକାଲି ବିଳମ୍ବିତ ରାତିରେ କାନ୍ଥ ଭୁଶୁଡି ଯିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ଆହତ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ୍ ଅନ୍ତର୍ଗତ ଗଣେଶ୍ୱପୁର…