Latest Odisha News
Browsing Tag

Water Level

ବଢୁଛି ଜଳସ୍ତର; ଆସନ୍ତାକାଲି ଖୋଲିବ କୋଲାବର ଗେଟ୍

କୋରାପୁଟ: ଜିଲ୍ଲାରେ ଶନିବାର ଦିନ ଅଧିକ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଯାହା ଫଳରେ କୋଲାବ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇବ। ସେଥିପାଇଁ କର୍ତ୍ତୃପକ୍ଷ ସ୍ଲୁଇସ୍ ଗେଟ୍ ଖୋଲିବାକୁ ସ୍ଥିର କରିଛନ୍ତି। ସୂଚନାନୁସାରେ, ଜଳଭଣ୍ଡାରର ଜଳସ୍ତର ଶୁକ୍ରବାର…

ଆଖୁଆପଦାରେ ବିପଦ ସଂକେତ ଉପରେ ବୈତରଣୀ

ଭଦ୍ରକ: ବର୍ଷା ଛେଚୁଛି, ବୈତରଣୀ ଫୁଲୁଛି । ଭଦ୍ରକର ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ ୧୭.୮୩ ଥିବା ବେଳେ ଆଜି ଦିନ ଗୋଟାଏ ସୁଦ୍ଧା ବନ୍ୟା ଜଳ ୧୭.୯୨ରେ ପ୍ରବାହିତ ହେଉଛି । ଯାହାକୁ ନେଇ ଭଦ୍ରକର…

ଉପର ମୁଣ୍ଡରେ ବର୍ଷା ଯୋଗୁଁ ଭଦ୍ରକର ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର ବୃଦ୍ଧି

ଭଦ୍ରକ: ଲଗାଣ ଲଘୁଚାପ ବର୍ଷା ବଢ଼ାଉଛି ସମସ୍ୟା । ତଳିଆ ଅଞ୍ଚଳରେ ପାଣି ଜମୁଥିବା ବେଳେ ଭଦ୍ରକରେ ବୈତରଣୀ ନଦୀ ଏବେ ଧିରେ ଧିରେ ଫୁଲୁଛି । ସାଳନ୍ଦୀ ରିଜର୍ଭୟରରେ ଜଳସ୍ତର ବଢ଼ୁଥିବାରୁ ହଦଗଡ଼ ଡ୍ୟାମରୁ ପାଣି ଛଡ଼ା ଯାଉଛି । ତେବେ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀ ମଧ୍ୟ…

ଫୁଲୁଛି ସୁବର୍ଣ୍ଣରେଖା: ବାଲେଶ୍ୱର ରାଜଘାଟରେ ବିପଦ ସଙ୍କେତ ଟପିଲା ଜଳସ୍ତର

ବାଲେଶ୍ୱର: ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଫୁଲୁଛି ସୁବର୍ଣ୍ଣରେଖା । ଜଳସ୍ତର ବୃଦ୍ଧି ପାଇଛି । ଆଜି ବାଲେଶ୍ୱର ଜିଲ୍ଲା ରାଜଘାଟ ନିକଟରେ ସୁବର୍ଣ୍ଣରେଖାର ଜଳସ୍ତର ବିପଦ ସଙ୍କେତ ଟପିଛି । ରାଜଘାଟ ନିକଟରେ ବର୍ତ୍ତମାନ ଜଳସ୍ତର ରହିଛି ୧୦.୫୪ ମିଟର । ଏଠାରେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର…

ବନ୍ଦ ହେଲା ହୀରାକୁଦ ଡ୍ୟାମର ୬ଟି ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଶନିବାର ଦିନ ଜଳଭଣ୍ଡାରର ୬ଟି ଗେଟକୁ ବନ୍ଦ କରିଦେଇଛନ୍ତି । ମିଳିଥିବା ସୂଚନାନୁଯାୟୀ ମହାନଦୀର ଉପରମୁଣ୍ଡରୁ ସ୍ୱଳ୍ପ ଜଳ ପ୍ରବାହିତ ହେଉଥିବା ଯୋଗୁଁ ଡ୍ୟାମର ଜଳସ୍ତର ଧିରେଧିରେ କମୁଛି । ଫଳରେ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି…

ବଢୁଛି ହୀରାକୁଦ ଡ୍ୟାମ୍ ଜଳସ୍ତର…

ସମ୍ବଲପୁର: ନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ଲାଗାତର ତୃତୀୟ ଦିନ ଲାଗି ହୀରାକୁଦ ଡ୍ୟାମର ଜଳସ୍ତରରେ ବୃଦ୍ଧି ଘଟିଛି । ଏହି ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବାବେଳେ ରବିବାର ଦିନ ଏହାର ଜଳସ୍ତର ୬୧୩.୫୨ ଫୁଟକୁ ଛୁଇଁଛି । ଏହାକୁ ନଜରରେ…

ଲଗାଣ ବର୍ଷାରେ ବୃଦ୍ଧି ପାଉଛି ହୀରାକୁଦ ଡ୍ୟାମ୍ ଜଳସ୍ତର

ସମ୍ବଲପୁର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହେବା ଫଳରେ ହୀରାକୁଦର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ଏହି ଡ୍ୟାମର ଜଳସ୍ତର ଧିରେ ଧିରେ ବଢିବାରେ ଲାଗିଛି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବାବେଳେ ଶୁକ୍ରବାର…