Latest Odisha News

BREAKING NEWS

Browsing Tag

Water Level

ଆଖୁଆପଦାରେ ବିପଦ ସଂକେତ ଉପରେ ବୈତରଣୀ

ଭଦ୍ରକ: ବର୍ଷା ଛେଚୁଛି, ବୈତରଣୀ ଫୁଲୁଛି । ଭଦ୍ରକର ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ ୧୭.୮୩ ଥିବା ବେଳେ ଆଜି ଦିନ ଗୋଟାଏ ସୁଦ୍ଧା ବନ୍ୟା ଜଳ ୧୭.୯୨ରେ ପ୍ରବାହିତ ହେଉଛି । ଯାହାକୁ ନେଇ ଭଦ୍ରକର…

ଉପର ମୁଣ୍ଡରେ ବର୍ଷା ଯୋଗୁଁ ଭଦ୍ରକର ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର ବୃଦ୍ଧି

ଭଦ୍ରକ: ଲଗାଣ ଲଘୁଚାପ ବର୍ଷା ବଢ଼ାଉଛି ସମସ୍ୟା । ତଳିଆ ଅଞ୍ଚଳରେ ପାଣି ଜମୁଥିବା ବେଳେ ଭଦ୍ରକରେ ବୈତରଣୀ ନଦୀ ଏବେ ଧିରେ ଧିରେ ଫୁଲୁଛି । ସାଳନ୍ଦୀ ରିଜର୍ଭୟରରେ ଜଳସ୍ତର ବଢ଼ୁଥିବାରୁ ହଦଗଡ଼ ଡ୍ୟାମରୁ ପାଣି ଛଡ଼ା ଯାଉଛି । ତେବେ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀ ମଧ୍ୟ…

ଫୁଲୁଛି ସୁବର୍ଣ୍ଣରେଖା: ବାଲେଶ୍ୱର ରାଜଘାଟରେ ବିପଦ ସଙ୍କେତ ଟପିଲା ଜଳସ୍ତର

ବାଲେଶ୍ୱର: ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଫୁଲୁଛି ସୁବର୍ଣ୍ଣରେଖା । ଜଳସ୍ତର ବୃଦ୍ଧି ପାଇଛି । ଆଜି ବାଲେଶ୍ୱର ଜିଲ୍ଲା ରାଜଘାଟ ନିକଟରେ ସୁବର୍ଣ୍ଣରେଖାର ଜଳସ୍ତର ବିପଦ ସଙ୍କେତ ଟପିଛି । ରାଜଘାଟ ନିକଟରେ ବର୍ତ୍ତମାନ ଜଳସ୍ତର ରହିଛି ୧୦.୫୪ ମିଟର । ଏଠାରେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର…

ବନ୍ଦ ହେଲା ହୀରାକୁଦ ଡ୍ୟାମର ୬ଟି ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଶନିବାର ଦିନ ଜଳଭଣ୍ଡାରର ୬ଟି ଗେଟକୁ ବନ୍ଦ କରିଦେଇଛନ୍ତି । ମିଳିଥିବା ସୂଚନାନୁଯାୟୀ ମହାନଦୀର ଉପରମୁଣ୍ଡରୁ ସ୍ୱଳ୍ପ ଜଳ ପ୍ରବାହିତ ହେଉଥିବା ଯୋଗୁଁ ଡ୍ୟାମର ଜଳସ୍ତର ଧିରେଧିରେ କମୁଛି । ଫଳରେ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି…

ବଢୁଛି ହୀରାକୁଦ ଡ୍ୟାମ୍ ଜଳସ୍ତର…

ସମ୍ବଲପୁର: ନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ଲାଗାତର ତୃତୀୟ ଦିନ ଲାଗି ହୀରାକୁଦ ଡ୍ୟାମର ଜଳସ୍ତରରେ ବୃଦ୍ଧି ଘଟିଛି । ଏହି ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବାବେଳେ ରବିବାର ଦିନ ଏହାର ଜଳସ୍ତର ୬୧୩.୫୨ ଫୁଟକୁ ଛୁଇଁଛି । ଏହାକୁ ନଜରରେ…

ଲଗାଣ ବର୍ଷାରେ ବୃଦ୍ଧି ପାଉଛି ହୀରାକୁଦ ଡ୍ୟାମ୍ ଜଳସ୍ତର

ସମ୍ବଲପୁର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହେବା ଫଳରେ ହୀରାକୁଦର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ଏହି ଡ୍ୟାମର ଜଳସ୍ତର ଧିରେ ଧିରେ ବଢିବାରେ ଲାଗିଛି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବାବେଳେ ଶୁକ୍ରବାର…