Latest Odisha News

BREAKING NEWS

Browsing Tag

Water Logging

ବର୍ଷା ବିତ୍ପାତ ମୁକାବିଲା: ରନ୍ଧା ଓ ଶୁଖିଲା ଖାଦ୍ୟ ବ୍ୟବସ୍ଥା ପାଇଁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲଗାଣ ବର୍ଷା ଓଡ଼ିଶାରେ ବିଭୀଷିକା ରଚିଛି । ଆହୁରି ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରୁ ସତର୍ତ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଆହୁରି ଅଧିକ ତଳିଆ ଅଞ୍ଚଳରେ ବନ୍ୟା ଆସିପାରେ । ଜନବସତି…

ଜଳମଗ୍ନ ସିଲଭର ସିଟିି

କଟକ: ରାସ୍ତାରେ ଲହଡି ମାଡୁଛି ପାଣି । କେଉଁଠି ଅଣ୍ଟାଏ ପାଣି ତ ଆଉ କେଉଁଠି ଗାଡି ମଧ୍ୟ ବୁଡିଗଲାଣି । ଗତକାଲିଠାରୁ ଆଜି ଦିନ ତମାମ ବର୍ଷା ଲାଗି ରହିଥିବାରୁ ସହରର ଚାରିଆଡେ ଜଳମଗ୍ନ ହୋଇଛି । ବର୍ଷା ଯୋଗୁଁ ସହରରେ ଜୀବନଯାପନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ସହରରେ ୪୮୦ ମିଲିମିଟର…

ଜଳାର୍ଣ୍ଣବ ଦିଲ୍ଲୀ: ଘରୁ ଗୋଡ଼ କାଢ଼ିବା ମୁସ୍କିଲ

ନୂଆଦିଲ୍ଲୀ: ଲଗାଣ ବର୍ଷାରେ ଦିଲ୍ଲୀ ହାଲ୍ ବେହାଲ୍ । ଚାରିଆଡ଼େ ଖାଲି ପାଣି ଆଉ ପାଣି । ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି । କେଉଁଟି ପାଦେ, ତ ଆଉ କେଉଁଠି ଆଣ୍ଠୁଏ । ସ୍ଥାନେ ସ୍ଥାନେ ଅଣ୍ଟାଏ ଲେଖାଏ ପାଣି ବି ଜମିଛି । ଚାରି ଚକିଆ ଗାଡ଼ି ଗୋଟିଏ ଗୋଟିଏ ସ୍ଥାନରେ ଯାଆସ କରିବା…

ଅଳ୍ପ ବର୍ଷାରେ ବେହାଲ୍ ସ୍ଥିତି,୧୫ ଦିନ ମଧ୍ୟରେ ସମାଧାନ ନିର୍ଦ୍ଦେଶ

କଟକ:  ଅଳ୍ପ ବର୍ଷାରେ ବେହାଲ୍ ସ୍ଥିତି । କଟକରେ ଉପୁଜୁଛି ଜଳବନ୍ଦୀ ସ୍ଥିତି । ବିଶେଷ କରି ମହାନଦୀବିହାର ଅଞ୍ଚଳରେ ଅଳ୍ପ ବର୍ଷାରେ ବି ସମସ୍ୟା ଉପୁଜୁଛି । ଏନେଇ ଖୁବଶିଘ୍ର ସମସ୍ୟାର ସମାଧାନ କରିବାକୁ ତତ୍ପର ହୋଇଛି ପ୍ରଶାସନ । ରାସ୍ତା ମରାମତି ସହିତ ଜଳ ନିସ୍କାସନ କିଭଳି ସୁରୁଖୁରୁରେ…

ଲଗାଣ ବର୍ଷାରେ ବେହାଲ ରାଜଧାନୀ

ଭୁବନେଶ୍ୱର: ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଜଳାର୍ଣ୍ଣବ ହୋଇଛି । ବୁଧବାରଠାରୁ ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳରେ ପାଣି ଜମି ରହିଛି । ଏପରିକି ଜାତୀୟ ରାଜପଥରେ ବି ପାଣି ଭର୍ତ୍ତି ହୋଇଛି । ଫ୍ଲାଏ ଓଭର ରାସ୍ତାରେ ବି ସେଇ ସମାନ ଅବସ୍ଥା । ବିଶେଷ କରି ଜଳ ନିଷ୍କାସନର ସୁବିଧା ନ…