Latest Odisha News
Browsing Tag

Water project

ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଲୋକାର୍ପିତ

ପୁରୀ: ପୁରୀ ବାସୀଙ୍କୁ ଟ୍ୟାପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଲୋକାର୍ପିତ ହୋଇଛି । ଏଣିକି ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହରର ସ୍ଥାନ ନେଇଛି ପୁରୀ । ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି…

ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବି

କଳାହାଣ୍ଡି: ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ଗରିବ ଆଦିବାସୀଙ୍କ ପାଇଁ ପିଇବା ପାଣିର ସୁବିଧା କରୁଛନ୍ତି । ହେଲେ କିଛି ଅଞ୍ଚଳ ଲୋକେ ଏଥିରୁ ବଞ୍ଚିତ ରହୁଛନ୍ତି । କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ରାମପୁର ବ୍ଲକ ଅନ୍ତର୍ଗତ ବିରମଳ…

ଦୂର ହେବ ଜଳକଷ୍ଟ

ସମ୍ବଲପୁର:ସମ୍ବଲପୁରକୁ ରାଜ୍ୟ ସରକାରଙ୍କ ୧୮୮ କୋଟିର ଭେଟି, ଦୂର ହେବ ଜଳକଷ୍ଟ । ରାଜ୍ୟ କ୍ୟାବିନେଟର ଏହି ସ୍ବତନ୍ତ୍ର ପ୍ଲାନ ପାଇଁ ଟେଣ୍ଡର ଅନୁମୋଦନ ଶେଷ ହୋଇଛି । ଏହି ଯୋଜନା ଦ୍ବାରା ଜିଲ୍ଲାର ସମସ୍ତ ଉପାନ୍ତ ଅଞ୍ଚଳକୁ ପର୍ଯ୍ୟାପ୍ତ ବିଶୁଦ୍ଧ ଜଳ ଯୋଗାଣ ହୋଇପାରିବ । ସମ୍ବଲପୁର ମହାନଗର…