Latest Odisha News

BREAKING NEWS

Browsing Tag

waterlogging

ବିଧାନସଭା ଭିତରେ ପଶିଲା ପାଣି, ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ: ପ୍ରବଳ ବର୍ଷା ଯୋଗୁ ବୁଧବାର ଅପରାହ୍ନରେ ଉତ୍ତରପ୍ରଦେଶ ବିଧାନସଭା ଭବନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଯେଉଁଠି ମୌସୁମୀ ଅଧିବେଶନ ଚାଲିଥିଲା। ହଠାତ୍ ବାଦଲ ଫଟା ବର୍ଷା ସାଧାରଣ ଜୀବନଯାତ୍ରାକୁ ମଧ୍ୟ ପ୍ରଭାବିତ କରିଛି। ବିଲଡିଂର ପ୍ରବେଶ ପଥରେ ଭରି ଯାଇଥିଲା ବର୍ଷା ପାଣି।…

ପ୍ରବଳ ବର୍ଷାରେ ଭାସୁଛି ଭୁବନେଶ୍ୱର, ରାତି ୮ଟା ଯାଏ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷାରେ ଉବୁଟୁବୁ ରାଜଧାନୀ ଭୁବନେଶ୍ୱର । ମଧ୍ୟାହ୍ନରୁ ଆରମ୍ଭ ହୋଇଥିବା ବର୍ଷାରେ ଭୁବନେଶ୍ୱରର ଅନେକ ଅଞ୍ଚଳରେ ପାଣି ପସିଛି । ରାଜଧାନୀର ରାଜରାସ୍ତାରେ ଲହଢ଼ି ଭାଙ୍ଗୁଛି ବର୍ଷା ପାଣି । ପୁରୁଣା ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ ଅନେକ ଘରେ ପସିଛି ବର୍ଷା ପାଣି…