ମାର୍ଚ୍ଚ ୨୭ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ…
ଭୁବନେଶ୍ୱର: ମାର୍ଚ୍ଚ ୨୭ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ମାର୍ଚ୍ଚ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୫…