Latest Odisha News
Browsing Tag

Weather Forecast

ପାଣିପାଗ ବିଭାଗର ସତର୍କ ସୂଚନା: ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

 ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାବ । ଏହାରି ମଧ୍ୟରେ ଏକ ଆଶ୍ୱସ୍ଥିକର ଖବର ମିଳିଛି । ରାଜ୍ୟରେ ପ୍ରବଳ ତାତି ମଧ୍ୟରେ କେତେକ ସ୍ଥାନରେ ବର୍ଷା ବା ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି । ରାଜ୍ୟର…

ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ୩ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ…

ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର

ଭୁବନେଶ୍ୱର: ଓଡ଼ିଶାରେ ଖରା ତାତି ବୃଦ୍ଧି ପାଉଥିବା ବେଳେ ଶନିବାର ଦିନ ସବୁଠାରୁ ଅଧିକ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର (୪୦.୬ ଡିଗ୍ରୀ)। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଭୁବନେଶ୍ୱର ବ୍ୟତୀତ ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ,…

ଘନ କୁହୁଡି ନେଇ ଓଡ଼ିଶାର ୯ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଓଡ଼ିଶାର ୯ଟି ଜିଲ୍ଲାରେ ଆସନ୍ତା ଦୁଇ ଦିନ ଧରି ଘନ କୁହୁଡ଼ି ଜାରି ରହିବ। ଏନେଇ ଶନିବାର ଦିନ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଇଏମଡିର ସୂଚନା ଅନୁଯାୟୀ, ଆସନ୍ତା ଜାନୁଆରୀ ୨୪ ତାରିଖରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କନ୍ଧମାଳ,…

ଅଧା ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶା ଛାଡୁଛି ମୌସୁମୀ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରୁ ବିଦାୟ ନେଲା ମୌସୁମୀ। ଆସନ୍ତା ୪୮ ଘଂଟା ମଧ୍ୟରେ ଅନ୍ୟ ଅଂଚଳରୁ ମୌସୁମୀ ବାୟୁ ଫେରିଯିବ । ତେବେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ପ୍ରାୟ ଅଧା ଓଡିଶାରୁ ମୌସୁମୀ ଫେରିଯାଇଛି । ୮ଟି ଜିଲ୍ଲା…

ଅବପାତର ରୂପ ନେଲା ଲଘୁଚାପ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ଏହାପରେ ଏହାର ଗତି ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ରହିବ । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ବିଶାଖାପାଟଣା ଦେଇ ଅବପାତ…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବର୍ଷାରୁ ଆଉ ନିସ୍ତାର ନାହିଁ । ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ…

୧୩ ତାରିଖରେ ଆଉ ଏକ ଲଘୁଚାପ, ଏସବୁ ଜିଲ୍ଲାରେ ବର୍ଷିବ !

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବ । ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୧୩…

କାଲିଠୁ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା…

ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ଜାଣନ୍ତୁ, କେଉଁସବୁ ଜିଲ୍ଲା ଲାଗି ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଓଡ଼ିଶାର ୧୭ଟି ଜିଲ୍ଲାରେ ବୁଧବାର ଦିନ ସନ୍ଧ୍ୟାରେ ଝଡ଼ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ପ୍ରଦାନ କରିଛନ୍ତି । ଅଧିକ ପଢନ୍ତୁ: ଆସିଲା ସୁଶାନ୍ତ ସିଂହ ରାଜପୁତଙ୍କ ଭିସେରା ରିପୋର୍ଟ ! ରାଜ୍ୟର ଏହିସବୁ ଜିଲ୍ଲାର…