Latest Odisha News

BREAKING NEWS

Browsing Tag

Weather Forecast

ପ୍ରବଳ ବର୍ଷା ସମ୍ଭାବନା: ଆଗାମୀ ୫ ଦିନ ଲାଗି ଏହି ସବୁ ଜିଲ୍ଲାକୁ ରହିଛି ୟେଲ୍ଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଆଗାମୀ ୫ ଦିନ ଲାଗି ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ସନ୍ଧ୍ୟା ୭ଟା ସୁଦ୍ଧା ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ଶନିବାର ପ୍ରବଳ ବର୍ଷା ସମ୍ଭାବନା; ଏହି ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୫ଟି ଜିଲ୍ଲା ଲାଗି ଜାରି କରିଛନ୍ତି ୟେଲ୍ଲୋ ୱାର୍ଣ୍ଣିଂ । ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ଜାରି ହୋଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଆଜି ରାତିରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସଦ୍ୟତମ ସୂଚନାନୁଯାୟୀ ଆଜି ରାତିରେ ଓଡ଼ିଶାର କିଛି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା…

ଆଜି ସନ୍ଧ୍ୟା ୬ଟା ୩୦ ସୁଦ୍ଧା ଏହି ୧୦ଟି ଜିଲ୍ଲାରେ ହେବ ବଜ୍ରପାତ ସହ ଝଡ଼ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସଦ୍ୟତମ ସତର୍କ ସୂଚନାନୁଯାୟୀ ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହିତ ହେବ ସାମାନ୍ୟରୁ ମଧ୍ୟମ ଧରଣର ଝଡ଼ବର୍ଷା । ଗୁରୁବାର ସନ୍ଧ୍ୟା ୬ଟା ୩୦ ସୁଦ୍ଧା ଯେଉଁ ୧୦ଟି ଜିଲ୍ଲାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବ ସେହି…

ସ୍କାଏମେଟ୍‌ର ଦାବି, କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: ମହାମାରୀ କରୋନା ଭିତରେ ଆସିଛି ଖୁସି ଖବର । ଶୁକ୍ରବାର କେରଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଦାବି କରିଛି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ । ସ୍କାଏମେଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ କେରଳରେ ଗତ କିଛି ଦିନ ଧରି ବର୍ଷା ଲାଗିରହିଛି । ସବୁ…

ଆଜି ରାତିରେ ଏହି ୬ଟି ଜିଲ୍ଲାକୁ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗୁରୁବାର ରାତି ୧୨ଟା ୩୦ ମଧ୍ୟରେ ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ଆଜି ରାତିରେ ଏହି ୬ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଏବଂ ଦେଓଗଡ଼…