Latest Odisha News

BREAKING NEWS

Browsing Tag

Weather Report

୨୦୨୪ରେ ତାତିବ ଓଡ଼ିଶା, ତାତିକୁ ନେଇ ପାଣିପାଗ ବିଭାଗ କଲା ଏପରି ଆକଳନ

ନୂଆଦିଲ୍ଲୀ: ୨୦୨୩ ତୁଳନାରେ ୨୦୨୪ରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ। ଚଳିତ ବର୍ଷ ଗ୍ରୀଷ୍ମ ଋତୁ ପାଇଁ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଏପ୍ରିଲ୍ ସୁଦ୍ଧା ଏଲ୍ ନିନୋ ଶକ୍ତିଶାଳୀ ହେବ। ଫଳରେ ରାଜ୍ୟରେ ହିଟ ୱେଭ ପ୍ରବାହିତ ହେବା ନେଇ ପାଣିପାଗ ବିଭାଗ ଆଶଙ୍କା ଜାରି କରିଛି। ସେପଟେ…

ପଶ୍ଚିମା ଝଡ ପ୍ରଭାବରେ ବଢିବ ବର୍ଷା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ବଢିବ ବର୍ଷାର ପରିମାଣ । ପଶ୍ଚିମା ଝଡ ପ୍ରଭାବରେ ଗତ ଦୁଇଦିନ ଧରି କେତେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ଏହାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲାକୁ ଅରେଞ୍ଜ…

ପଶ୍ଚିମା ଝଡ ପ୍ରଭାବ: ଆଜିଠୁ ୫ ଦିନ ଧରି ବର୍ଷିବ

ଭୁବନେଶ୍ୱର:ଆଜିଠୁ ୫ ଦିନ ଧରି  ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର…

କମୁଛି ଶୀତ ଲହରୀ, କାଲିଠୁ ବଦଳିବ ପାଗ

ଭୁବନେଶ୍ୱର: ଶୀତରୁ ସାମାନ୍ୟ ଆଶ୍ୱସ୍ତି । କମୁଛି ଶୀତ ଲହରୀ । ଉପରମୁହାଁ ରହିଛି ପାରଦ । ରାଜ୍ୟରେ ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିଛି । ଯାହାଫଳରେ କିଛି ଶୀତ କମିଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତିର…

ରାଜ୍ୟର ୯ସ୍ଥାନରେ ୧୨ଡ଼ିଗ୍ରୀ ତଳେ ରାତି ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ । ରାଜ୍ୟର ୯ଟି ସ୍ଥାନରେ ୧୨ଡ଼ିଗ୍ରୀ ତଳେ ରାତି ତାପମାତ୍ରା ଥିବା ଜଣାପଡ଼ିଛି । ୮.୫ ସହ ଦାରିଙ୍ଗବାଡ଼ି ଓଡ଼ିଶାର ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୨ ଡ଼ିଗ୍ରୀ ତାପମାତ୍ରା ତଳେ…

କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ପୁଣି କିଛି ସ୍ଥାନରେ ହାଲକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛିା ,କଟକ,ଖୋର୍ଦ୍ଧା,ପୁରୀ,ଜଗତସିଂହପୁର,ବାଲେଶ୍ୱର,କେନ୍ଦ୍ରାପଡା,ଯାଜପୁର,ଭଦ୍ରକ,ଢେଙ୍କାନାଳ,କେଉଁଝର,ମୟୂରଭଞ୍ଜ,ଅନୁଗୁଳ,କୋରାପୁଟ,ରାୟଗଡା,ଗଂଜାମ,ଗଜପତି,କନ୍ଧମାଳ,ନୟାଗଡ…

ଓଡିଶାର ୪ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଦେବଗଡ ଆଦି ଜିଲ୍ଲାର…

ଓଡିଶାର ୪ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର) ପୁରୀ ଓ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା, ନୟାଗଡ ଓ କଟକ ଆଦି ଅଞ୍ଚଳର ଗୋଟିଏ କିମ୍ବା ଦୁଇଟି…

କାଳବୈଶାଖୀ ଆଶଙ୍କା: କଟକ ସମେତ ରାଜ୍ୟର ଏହିସବୁ ସ୍ଥାନରେ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୮ଟି ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ଦିନ୨ଟା ପର୍ଯ୍ୟନ୍ତ ଗୋଟିଏ…