Latest Odisha News
Browsing Tag

Weather Report

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଓ କନ୍ଧମାଳ ଆଦି…

୪୦ ଡିଗ୍ରୀ ଟପିଲା ରାଜ୍ୟର ୧୧ଟି ସହରର ତାପମାତ୍ରା, ବଢିବ ତାତି

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଗରମ ଅନୁଭୂତ ହେଉଥିବାବେଳ ଆଗାମୀ ୪ରୁ ୫ ଦିନ ମଧ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ଓଡିଶାର ପାଖାପାଖି ୧୧ଟି ସହରର ତାପମାତ୍ରା ୪୦…

ସାମୁଦ୍ରିକ ଝଡ ‘ଫନି’ର ପ୍ରଭାବ ‘ତିତଲି’ଠୁ ଅଧିକ ଭୟଙ୍କର ହେବ : ପାଣିପାଗ ବିଭାଗ

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ଏକ୍ସଟ୍ରିମଲି୍ ସାଇକ୍ଲୋନିକ୍ ଷ୍ଟ୍ରମ୍ ରୂପ ନେଇ ଓଡିଶା ଉପକୂଳର ନିକଟବର୍ତ୍ତୀ ହେଉଥିବା ବେଳେ ଏହା ‘ତିତଲି’ ବାତ୍ୟା ଠାରୁ ଅଧିକ ଭୟଙ୍କର ହେବ ବୋଲି ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ…

ଓଡିଶାର ୮ଟି ଜିଲ୍ଲାକୁ ଝଡବର୍ଷା ସହ ବଜ୍ରପାତର ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ଶୁକ୍ରବାର ରାତି ୮ଟା ୪୫ ସୁଦ୍ଧା ବର୍ଷା ଘଡଘଡି ଆଶଙ୍କା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ବିଭାଗ ପକ୍ଷରୁ କେନ୍ଦୁଝର, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ,…