Latest Odisha News

BREAKING NEWS

Browsing Tag

Weather Update

ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର: ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର:  ଉତ୍ତର ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ  । ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି । ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା । ଭୁବନେଶ୍ୱରରେ ମୂଷଳଧାରାରେ ବର୍ଷା ହେଉଛି । ଫଳରେ କିଛି ସ୍ଥାନରେ ରାସ୍ତାରେ…

ଆଜି ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ସତର୍କତା ଜାରି

ଭୁବନେଶ୍ବର: ଆଜି ୧୦ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା । ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଜି ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର…

ପଶ୍ଚିମା ଝଡ ପ୍ରଭାବ: ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମା ଝଡ ସହ ଜଡିତ ମେଘ ଖଣ୍ଡ ପଶ୍ଚିମରୁ ପୂର୍ବକୁ ଗତି କରିବା ସହ ଆଭ୍ୟନ୍ତରୀଣରୁ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ଅଳ୍ପ କିଛି ଘଣ୍ଟା ମଧ୍ୟରେ ବିଜୁଳି-ଘଡଘଡି ସହ ବର୍ଷା କରାଇବାର ସମ୍ଭାବନା ରହିଥିବା ନେଇ ଡପଲର ରାଡାରରୁ ସୂଚନା ମିଳୁଥିବା ଭାରତୀୟ ପାଣିପାଗ ବିଭାଗର…

ଆଜିଠୁ କମିବ ଶୀତ, ପଶ୍ଚିମା ଝଡ଼ ପ୍ରଭାବରେ ୧୮ରୁ ହାଲ୍‌କା ବର୍ଷିବ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ରାତି ତାପମାତ୍ରା ବଢିବ । ଶୀତ କମିବ । ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୭ ତାରିଖ ଯାଏ ପାଗ ଶୁଖିଲା ରହିବ । ୧୮ ତାରିଖରୁ ପଶ୍ଚିମ…

ଫେରିଲା ଜାଡ଼: ୪୮ ଘଣ୍ଟାରେ ୩-୪ ଡିଗ୍ରୀ ଖସିବ ରାତିର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଶୀତ । ଆଜିଠାରୁ ୩୦ ତାରିଖ ଯାଏ ରାଜ୍ୟରେ ଜାରି ରହିବ ଶୀତ ଲହରି । ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଜିଠୁ ଆହୁରି ଖସିବ ରାତିର ତାପମାତ୍ରା । ରାଜ୍ୟକୁ ପ୍ରବେଶ କରୁଛି ଉତ୍ତରା-ପଶ୍ଚିମା ଥଣ୍ଡା-ଶୁଷ୍କ ବାୟୁ । ଏହାର ପ୍ରଭାବରେ ୪୮…

ଆଜି ବି ରାଜ୍ୟରେ କୋହଲା ପାଗ

ଭୁବନେଶ୍ୱର: ରାଜ୍ୟରେ କୋହଲା ପାଗ ଜାରି ରହିଛି । କିଛି ସ୍ଥାନରେ ବର୍ଷା ବି ହେଉଛି । ଆଜି ବି ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ କୋହଲା ପାଗ ଲାଗି ରହିବ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବାୟୁମଣ୍ଡଳରେ ଅହେତୁକ ଜଳୀୟବାଷ୍ପର ପରିଣାମ…

ପୁଣି ବର୍ଷିବ ଜୋର୍, ୪ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ପୁଣି ବର୍ଷିବ ଜୋର୍ । ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମେତ ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ତେଲେଙ୍ଗାନା ଓ…

ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଚାରି ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବ ବୋଲି ସୂଚନା ଦେଇଛି…

ପାଣିପାଗ ବିଭାଗର ସୂଚନା: ୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏନେଇ ସତର୍କ କରିଛି ଭାରତୀୟ ପାଣିପାଗ ବିଭାଗ । ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ, ରାୟଗଡା ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୬0 କିଲୋମିଟର ରହିବ ବୋଲି ପାଣିପାଗ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଇଏମଡିର ବୁଲେଟିନ ଅନୁଯାୟୀ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ଧରଣର ବର୍ଷା ସମ୍ଭାବନା ରହିଛି।…