Latest Odisha News

BREAKING NEWS

Browsing Tag

Weather Update

କାଲିଠୁ କମିବ ଶୀତ, ୩ରୁ ୪ ଡିଗ୍ରୀ ଯାଏ ବଢ଼ିବ ତାପମାତ୍ରା

ଭୁବନେଶ୍ୱର: କମିବ ଶୀତ, ବଢ଼ିବ ପାରଦ । ରାଜ୍ୟରେ ଲାଗି ରହିଥିବା ଶୀତ ଲହରୀ କାଲିଠୁ କମିବ । ଆସନ୍ତାକାଲି ବୁଧବାର ବିଶେଷକରି ରାଜ୍ୟର ୩ଟି ଜିଲ୍ଲାର କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ଶୀତ ଲହରୀ ରହିବ । ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ କେତୋଟି ଜିଲ୍ଲାରେ ତାପମାତ୍ରା…

୬ ଜିଲ୍ଲାରେ ଘନ କୁହୁଡି, ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଓଡିଶାର ୬ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହେବା ନେଇ ଶନିବାର ଦିନ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଜାନୁଆରୀ ୩ ଓ ୪ ତାରିଖ ଦିନ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦ୍ରାପଡା…

୮ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦେଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା…

କାଲିଠୁ ୧୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁ ଚାପ । ଏହାର ପ୍ରଭାବରେ କାଲିଠୁ ଆସନ୍ତା ୧୧ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଶନିବାର ୪ଟି ଜିଲ୍ଲା ପାଇଁ ଏଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା…