ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରରେ ୪୪ ଟପିଲା ପାରଦ, ଆଉ ୫ ଦିନ କାଳବୈଶାଖୀ
ଭୁବନେଶ୍ୱର: ଓଡ଼ିଶା ଜଳୁଛି । ଦିନ ୯ଟା ପରେ ଘରୁ ବାହାରିବା ମୁସ୍କିଲ୍ ହୋଇ ପଡ଼ୁଛି । ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ବେଳେ କାଳବୈଶାଖୀ ବର୍ଷା ଯନ୍ତ୍ରଣାକୁ ଆହୁରି ଅସହ୍ୟ କରୁଛି ।
ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା…