୩ ଘଣ୍ଟା ପାଇଁ ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ
ଭୁବନେଶ୍ୱର: କାଳବୈଶାଖୀ ଓ କୁଆପଥର ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ମଧ୍ୟରେ ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଘଣ୍ଟାପ୍ରତି…