Latest Odisha News

BREAKING NEWS

Browsing Tag

WEATHER

ଆଜି ସନ୍ଧ୍ୟାରେ ଅବପାତରେ ପରିଣତ ହେବ ଲଘୁଚାପ, ୮ ସକାଳେ ବାତ୍ୟା ଛୁଇଁପାରେ ସ୍ଥଳଭାଗ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହା ପରେ ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି…

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ । ୪ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା…

ଖସୁଛି ପାରଦ, ବଢୁଛି ଶୀତ : ସେମିଳିଗୁଡା ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର : ରାଜ୍ୟରେ ବଢୁଛି ଶୀତ, ଖସୁଛି ପାରଦ । ଅସ୍ତବ୍ୟସ୍ତ ହୋଇଛି ଜୀବନ । ଆଭ୍ୟନ୍ତରୀଣ ଓଡ଼ିଶାରେ ଥରାଉଛି ଶୀତ । ରାତି ତାପମାତ୍ରା ଦୈନିକ କମୁଥିବାର ପରିଲକ୍ଷିତ ହେଉଛି । ଗତକାଲି ରାତିରେ କୋରାପୁଟର ସେମିଳିଗୁଡାରେ ସର୍ବନିମ୍ନ ରାତି ତାପମାତ୍ରା ୫.୬ଡିଗ୍ରୀ ରେକର୍ଡ ହୋଇଛି ।…

୨୪ ଘଣ୍ଟାରେ ଆହୁରି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଲାଗି ରହିବ ଶୁଖିଲା ପାଗ, ଆହୁରି ଖସିବ ପାରଦ, ବଢ଼ିବ ଶୀତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଆଉ ୨ରୁ ୩ ଡିଗ୍ରୀ ଖସିବା ସହ ଶୀତ ବଢ଼ିବ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଆହୁରି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଶୁଖିଲା ପାଗ ଭିତରେ ରାଜ୍ୟରେ ବଢ଼ିବ ଶୀତ । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଆହୁରି ଖସିବ । ସ୍ୱାଭାବିକ ତାପମାତ୍ରା ଠାରୁ ପାରଦ ୩ରୁ ୪ ଡିଗ୍ରୀ ତଳକୁ ଖସିବ । ଫଳରେ ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ…

ପୁଣି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ବଢ଼ିବ ଶୀତ, ଖସିବ ପାରଦ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ କମିଥିବା ଶୀତ ଏବେ ପୁଣି ବଢ଼ିବ । ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦକ୍ଷିଣ…

ବଙ୍ଗୋପସାଗରରେ ଅବପାତ, ୨ ଦିନ ଦକ୍ଷିଣ ଓଡ଼ିଶାର ଏହି ସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଶୀତରେ ଥରୁଛି ଓଡ଼ିଶା । ରବିବାର ରାଜ୍ୟର ୧୨ଟି ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । କନ୍ଧମାଳର ଘୁ. ଉଦୟଗିରି ସହ କୋରାପୁଟର ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ ହୋଇଛି । ରାଜ୍ୟରେ ପାଗ ଶୁଖିଲା ରହିଥିବା ବେଳେ ସାରା ରାଜ୍ୟରେ ଶୀତ…

ବଙ୍ଗୋପସାଗରରେ ଲଘୁଚାପ, ସାମାନ୍ୟ କମିପାରେ ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ସେପଟେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।…

ଆସନ୍ତା ୧୮ରୁ ସାମାନ୍ୟ କମିପାରେ ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ସହ ଶୁଖିଲା ପାଗ ଲାଗି ରହିଛି । ଆଗାମୀ ୪ରୁ ୫ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ରାତି ତାପମାତ୍ରା ୪ରୁ ୫ ଦିନ ଯାଏ ସ୍ୱାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଯାଏ କମ ରହିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

କାଲି ବଙ୍ଗୋପସାଗରରେ ଲଘୁଚାପ, ୨ ଦିନ ବିଭିନ୍ନ ଜିଲ୍ଲାରେ ଦେଖାଯିବ କୁହୁଡ଼ି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶୀତ ଲହରୀ ଆରମ୍ଭ ହୋଇଛି । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ଆକଳନ…