ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଏହା ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଓଡ଼ିଶା ଓ ଛତିଶଗଡ଼ ଆଡ଼କୁ ଗତି କରିବ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଗାମୀ ୨୪…