କଟକ ଓ ଭୁବନେଶ୍ବର ସମେତ ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା ଆଶଙ୍କା
ଭୁବନେଶ୍ୱର: ଓଡିଶାର ୯ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଭାଗ ପକ୍ଷରୁ ଦିନ ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।
ନୟାଗଡ଼, ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର), ପୁରୀ,…