Latest Odisha News

BREAKING NEWS

Browsing Tag

WEATHER

ଆଗାମୀ ୪ ଦିନ ଯାଏ କାଳବୈଶାଖୀ, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗୁରୁବାର ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଥିବା କାଳବୈଶାଖୀ ଆଉ ୪ ଦିନ ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଳବୈଶାଖୀ ଫଳରେ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତ ମିଳିଛି । ୧୨ ତାରିଖ ଯାଏ କାଳବୈଶାଖୀ ବର୍ଷା ଜାରି…

କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ଜାରି କଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ମଧ୍ୟରେ ବର୍ଷା । ୬ ତାରିଖ ସକାଳ ୮ଟା ୩୦ ଯାଏ ୬ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି…

ଆସନ୍ତା ୨୪ ଘଣ୍ଟାରେ ଏସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ…

୯ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ନଅଟି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ଏଜେନ୍ସିର କହିଛି ଯେ ଭଦ୍ରକ, ଯାଜପୁର, ଜଗତସିଂହପୁର , ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଏବଂ…

ରାଜ୍ୟରେ ଆଉ ୪ ଦିନ ଜାରି ରହିବ ଶୀତ ଲହରୀ, ୨ରୁ ୪ ଡିଗ୍ରୀ ଯାଏ ଖସିବ ରାତି ତାପମାତ୍ରା

ଭୁବନେଶ୍ୱର: ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଶୀତ ଲହରୀ ଜାରି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି ରହିବ । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।…

ଥରିବ ଦିଲ୍ଲୀ, ୪ ଡିଗ୍ରୀ ଯାଏ ଖସିପାରେ ପାରଦ

ନୂଆଦିଲ୍ଲୀ: ଶନିବାର ଥଣ୍ଡାରୁ ସାମାନ୍ୟ ଆଶ୍ୱସ୍ତି ପାଇଥିବା ଦିଲ୍ଲୀ-ଏନସିଆରରେ ପୁଣି ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବ । ଭାରତୀୟ ପାଣିବିଭାଗ କହିଛି- ଜାନୁଆରୀ ୨୬ରୁ ରାଜଧାନୀ ଦିଲ୍ଲୀ ଓ ଏନସିଆରରେ ଶୀତଲହରୀ ପୁଣି ଜାରି ରହିବ । ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ଖସିବା ନେଇ ପାଣିପାଗ ବିଭାଗ…

ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି, ୭ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଜାରି ରହିଥିବା ବେଳେ ୭ଟି ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଇଏମଡିର ସନ୍ଧ୍ୟା ବୁଲେଟିନ ଅନୁଯାୟୀ ୫ଟି ସ୍ଥାନରେ ରାତିର ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା। ତନ୍ମଧ୍ୟରେ…

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ !

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ରାଜ୍ୟରେ ଏବେ ଲଘୁଚାପ ସମ୍ଭାବନା ନଥିବାରୁ ପାଗ ଶୁଖିଲା ରହିବ। ଫଳରେ ରାଜ୍ୟରୁ ମୌସୁମୀ ଫେରିବା ନେଇ ଅନୁକୂଳ ପରିବେଶ ସୃଷ୍ଟି ହେବ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶା ଓ ଉତ୍ତର-ପଶ୍ଚିମ…

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବଳୟ ନେଇଛି ଗଭୀର ଅବପାତ ରୂପ ‌ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହା ଉତ୍ତର-ଉତ୍ତର ଦିଗକୁ ଗତି କରି ଆଜି ଅପରାହ୍ନରେ ଗଭୀର ଅବପାତ ରୂପ ନେବ। ଏହା ପଶ୍ଚିମବଙ୍ଗର ସାଗରଦୀପ ଏବଂ ବାଂଲାଦେଶର ଖେପୁପଡ଼ା…

୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସଦ୍ୟତମ ସୂଚନାନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେବ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି ଏହି ଲଘୁଚାପ । ଯାହାର ପ୍ରଭାବରେ ଆଗାମୀ ୨୪…