କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ମୟୁରଭଞ୍ଜ, କଳାହାଣ୍ଡି ଓ ନୂଆପଡା ଆଦି…