ଆଗାମୀ ୪ ଦିନ ଯାଏଁ କାଳବୈଶାଖୀ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା । କାଳବୈଶାଖୀ ପ୍ରଭାବରେ ଆଜି ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ ଏହି ସୂଚନା ଦେଇଛନ୍ତି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ୬…