Latest Odisha News

BREAKING NEWS

Browsing Tag

West Bengal Election

ପଶ୍ଚିମବଙ୍ଗ ଓ ଆସାମରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ମମତାଙ୍କ ଭାଗ୍ୟ ପରୀକ୍ଷା

ପଶ୍ଚିମବଙ୍ଗ: ଆଜି ପଶ୍ଚିମବଙ୍ଗ ଓ ଆସାମରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ପଶ୍ଚିମବଙ୍ଗରେ ୩୦ ଓ ଆସାମରେ ୩୯ଟି ବିଧାନସଭା ଆସନରେ ମତଦାନ ଚାଲିଛି । ପଶ୍ଚିମବଙ୍ଗର ୩୦ ବିଧାନସଭା ଆସନ ମଧ୍ୟରେ ବହୁ ଚର୍ଚ୍ଚି ନନ୍ଦିଗ୍ରାମ ପାଇଁ ଆଜି ଭୋଟ୍ ପଡ଼ିବ । ଏଠାରେ…

ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ

କୋଲକାତା: ପଶ୍ଚିମବଙ୍ଗ ଓ ଆସାମରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ବାଙ୍କୁରା, ପୁରୁଲିଆ, ଝାରାଗ୍ରାମ ଓ ପୂର୍ବ ମେଦିନୀପୁର ଜିଲ୍ଲାର ୩୦ଟି ଆସନ ଓ ଆସାମର ୪୭ଟି ଆସନରେ ମତଦାନ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗରେ ସକାଳ…

ଦିଦିଙ୍କ ଖେଲା ହୋବେ, ମୋଦିଙ୍କ ଜବାବ ଖେଲା ଶେଷ ହୋବେ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବ୍ୟାଟଲ୍ ଗ୍ରାଉଣ୍ଡ । ନିର୍ବାଚନ ତାରିଖ ଯେତିକି ପାଖଉଛି ଟିଏମସି-ବିଜେପି ପ୍ରଚାର ସେତିକି ସରଗରମ ହେଉଛି । ତେଜୁଛି ବାକଯୁଦ୍ଧ । ହ୍ୱିଲ ଚେୟାରରେ ବସି ପ୍ରଚାରକୁ ଓହ୍ଲାଇଥିବା ଦିଦି ପ୍ରତି ରାଲି ଓ ସଭାରେ ଖେଲା ହୋବେ ବୋଲି ନାରା ଦେଉଛନ୍ତି । ତାଙ୍କୁ ଆଜି…

ପଶ୍ଚିମବଙ୍ଗରେ କିଏ ହେବ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ? ଏମିତି କହିଲେ ରାଜନାଥ…

ନୂଆଦିଲ୍ଲୀ: ପାଖେଇ ଆସୁଛି ନିର୍ବାଚନ, ଘନଉଛି ପଶ୍ଚିମବଙ୍ଗ ପ୍ରଚାର । ଆହତ ଅବସ୍ଥାରେ ପ୍ରଚାର କରି ଲୋକଙ୍କ ସହାନୁଭୂତି ଗୋଟାଇବାକୁ ଆପ୍ରାଣ ଉଦ୍ୟମ କରୁଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଅନ୍ୟପଟେ ଟିଏମସି ଛାଡ଼ି ବିଜେପିର ମିଶିଥିବା ନେତାଙ୍କୁ ପ୍ରାର୍ଥୀ କରି ଏବଂ ଏବେ ସାଂସଦ ଥିବା…

ମାର୍ଚ୍ଚ ୧୫ରୁ ପ୍ରଚାର ମଇଦାନକୁ ଓହ୍ଲାଇବେ ଦିଦି

କୋଲକାତା : ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ଉଷ୍ମ ହେଉଛି ରାଜନୀତି । ଶାସକ ଟିଏମସି ଓ ବିଜେପି ମଧ୍ୟରେ ହେବ କଡ଼ା ମୁକାବିଲା । ଏସବୁ ଭିତରେ ମମତା ବାନାର୍ଜୀ ହସପିଟାଲରୁ ଡିସଚାର୍ଜ ହୋଇ ସାରିଥିବା ବେଳେ, ଆସନ୍ତା ୧୫ ତାରିଖରୁ କରିବେ ପ୍ରଚାର । ନନ୍ଦିଗ୍ରାମରେ ହାଇଭୋଲଟେଜ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ୱର: ନନ୍ଦିଗ୍ରାମରେ ପ୍ରଚାର ବେଳେ ଟିଏମସି ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ ହୋଇଛନ୍ତି । ତାଙ୍କ ବାମ ପାଦରେ ଗଭୀର ଆଘାତ ଲାଗିଛି । ସେ ଗତରାତିରେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏହାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ…

ନିର୍ବାଚନ ପୂର୍ବରୁ ବଦଳିଲେ ପଶ୍ଚିମବଙ୍ଗ ପୋଲିସ ଡିଜି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ବଦଳିଲେ ପୋଲିସ ଡିଜି ବୀରେନ୍ଦ୍ର । ତାଙ୍କୁ ପଦରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ତାଙ୍କ ସ୍ଥାନରେ ୧୯୮୭ ବ୍ୟାଚ୍‌ ଆଇପିଏସ ଅଫିସର ପି. ନିରଞ୍ଜନାୟନଙ୍କୁ ବେଙ୍ଗଲ ପୋଲିସ ଡିଜି ଦାୟିତ୍ୱ ଦିଆଯାଇଛି । ନିର୍ବାଚନ ସହ…

କୋଲକାତା ବ୍ରିଗେଡ ଗ୍ରାଉଣ୍ଡରେ ମୋଦିଙ୍କ ବିରାଟ ରାଲି, ସାମିଲ ହେବେ ମିଥୁନ୍ ଚକ୍ରବର୍ତ୍ତୀ

କୋଲକାତା: ପଶ୍ଚିମବଙ୍ଗରେ ବଢ଼ିଛି ନିର୍ବାଚନ ଉଷ୍ଣତା । ଟିଏମସି-ବିଜେପିର ପ୍ରଚାର ଅଭିଯାନ ଜୋରଦାର ହୋଇଛି । ଆଜି ବିଜେପିର ପ୍ରଚାର ଅଭିଯାନରେ ଶକ୍ତି ଯୋଗାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୋଲକାତା ବ୍ରିଗେଡ ଗ୍ରାଉଣ୍ଡରେ ବିରାଟ ରାଲି କରିବେ । ଫେବ୍ରୁଆରୀରୁ ଆରମ୍ଭ ହୋଇଥିବା…