Latest Odisha News

BREAKING NEWS

Browsing Tag

Western Odisha

ପଶ୍ଚିମ ଓଡ଼ିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡ଼ିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ…

ଉପକୂଳରେ ଗୁଳୁଗୁଳି, ଜଳୁଛି ପଶ୍ଚିମ ଓଡ଼ିଶା; ୮ ସହରରେ ୪୪ ଡେଇଁଲା ପାରଦ

ଭୁବନେଶ୍ୱର: ଅସହ୍ୟ ଗରମରେ ଜଳୁଛି ପଶ୍ଚିମ ଓଡ଼ିଶା । ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଉପକୂଳବାସୀ । ଆଜି ପଶ୍ଚିମ ଓଡ଼ିଶାର ୮ ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରହିଥିବା ବେଳେ ୨୦ଟି ସହରରେ ତାପମାତ୍ର ୪୦ ଡିଗ୍ରୀ ଉପରେ ରହିଛି । ଝାରସୁଗୁଡ଼ାରେ ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା…

୧୫ରୁ ହିଟୱେଭ୍, ପଶ୍ଚିମ ଓଡ଼ିଶାରେ ବର୍ଷିବ ନିଆଁ

ଭୁବନେଶ୍ୱର: ରାଜ୍ୟରେ ପୁଣି ବହିବ ଝାଞ୍ଜି ପବନ । ଆସନ୍ତା ୧୫ ତାରିଖରୁ ରାଜ୍ୟରେ ବିଶେଷ କରି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ । ହିଟୱେଭ୍ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

ପଶ୍ଚିମ ଓଡ଼ଶାବାସୀଙ୍କୁ ପୁଣି ଏକ ମିଥ୍ୟା ପ୍ରତିଶ୍ରୁତି ଦେବେ ମୁଖ୍ୟମନ୍ତ୍ରୀ: ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ଗତ ୨୦୧୬ ମସିହାରେ ବରଗଡ ଜିଲ୍ଲା ସୋହେଲାଠାରେ ଚାଷୀ ସମାବେଶରେ ବଡ ବଡ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଆଜି ପର୍ଯ୍ୟନ୍ତ ତାହା ପୂରଣ କରିବାରେ ବିଫଳ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ବାବୁ  । ଆସନ୍ତା କାଲି ପୁଣି ପଶ୍ଚିମ ଓଡିଶା ଗସ୍ତ କରୁଛନ୍ତି । ଏହି ଗସ୍ତ ଅବସରରେ ବରଗଡ,…

ପଶ୍ଚିମ ଓଡ଼ିଶା କୃଷି ମେଳା ୨୦୨୩ ଉଦଘାଟିତ

ସମ୍ବଲପୁର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଏବଂ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ମିଳିତ ଭାବେ ଫେଡେରେସନ ଅଫ ଇଣ୍ଡିଆନ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ସହ ସହଭାଗିତାରେ ପଶ୍ଚିମ ଓଡ଼ିଶା କୃଷି ମେଳା ୨୦୨୩ ଆୟୋଜିତ ହୋଇଛି । ଉଦଘାଟନୀ…

ଗିରଫଦାରୀ ପରେ ନରମିଲେ, ସ୍ଥଗିତ ହେଲା ଓକିଲ ଆନ୍ଦୋଳନ

ଭୁବନେଶ୍ୱର: ସ୍ଥଗିତ ହେଲା ଓକିଲ ଆନ୍ଦୋଳନ । ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ କରୁଥିବା ଆନ୍ଦୋଳନ ସ୍ଥଗିତ ହୋଇଛି । ଆଜି ଏନେଇ ପଶ୍ଚିମ ଓଡ଼ିଶାର ସମସ୍ତ ବାର ଆସୋସିଏସନର କେନ୍ଦ୍ରୀୟ କମିଟି ନିଷ୍ପତ୍ତି ନେଇଛି । ଗତକାଲି ସୁପ୍ରିମକୋର୍ଟ…

ଦିଲ୍ଲୀରେ ଗର୍ଜିଲେ ପଶ୍ଚିମ ଓଡ଼ିଶାବାସୀ, ସ୍ୱତନ୍ତ୍ର ହିରାଖଣ୍ଡ ରାଏଜ ଗଠନ ଦାବି

ନୂଆଦିଲ୍ଲୀ: ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ୍ କରାଯାଉ । ଗଠନ ହେଉ ସ୍ୱତନ୍ତ୍ର ହିରାଖଣ୍ଡ ରାଏଜ୍ । ଏହି ୨ଟି ପ୍ରମୁଖ ଦାବିକୁ ନେଇ ଦିଲ୍ଲୀର ଯନ୍ତରମନ୍ତରରେ ଧାରଣା ଦେଇଛନ୍ତି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଲୋକ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ…

[ଦେଖନ୍ତୁ ଭିଡିଓ] ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା

ନୂଆପଡ଼ା: ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ଭାବ ଓ ଭାଇଚାରାର ପର୍ବ ନୂଆଖାଇ ପାଇଁ ଲୋକଙ୍କ ମନରେ ଉତ୍ସାହ । ବର୍ଷକର ଏହି ପର୍ବ ପାଇଁ ନୂଆପଡ଼ା ଜିଲ୍ଲା ବାସୀ ପ୍ରସ୍ତୁତି ସାରି ଅପେକ୍ଷା କରିଛନ୍ତି ସେପ୍ଟେମ୍ବର ଏକ ସକାଳକୁ । ନୂଆଖାଇ ପାଇଁ ବଜାରରେ ଭିଡ଼ ଜମୁଛି । ବିଶେଷ…

[ଦେଖନ୍ତୁ ଭିଡିଓ] ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର କୁକୁରଜଙ୍ଗା ଜଗନ୍ନାଥ ମନ୍ଦିର

ଝାରସୁଗୁଡ଼ା: ପଶ୍ଚିମ ଓଡ଼ିଶାର ପୁରୀ । ଝାରସୁଗୁଡ଼ାର କୁକୁରଜଙ୍ଗା ଜଗନ୍ନାଥ ମନ୍ଦିରକୁ ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ବୋଲି କୁହାଯାଏ । ୧୨୧୫ ମସିହାର ଏହି ପ୍ରାଚୀନ ମନ୍ଦିରର ଐତିହ୍ୟ ବି ବେଶ୍ ରୋଚକ । ଏଠି ପ୍ରତିବର୍ଷ ଘୋଷଯାତ୍ରା ହେଉଥିବା ବେଳେ ଜମେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ।…

ପଶ୍ଚିମ ଓଡ଼ିଶାରୁ ୫ ସାଂସଦ, କାହାକୁ ବି ମିଳିଲାନି ଟିମ୍ ମୋଦିରେ ସ୍ଥାନ

ନୂଆଦିଲ୍ଲୀ: ଦ୍ୱିତୀୟ ପାଳି ସରକାରରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିରାଟ ଅଦଳବଦଳ କରିଛନ୍ତି । କେନ୍ଦ୍ର କ୍ୟାବିନେଟରେ ଏବେ ପ୍ରଧାନମନ୍ତ୍ରୀଙ୍କୁ ମିଶାଇ ମୋଟ୍ ୭୮ ମନ୍ତ୍ରୀ ଅଛନ୍ତି । ୪୩ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି ଅନେକ ନୂଆ ଚେହେରା…