କେବେ ଶେଷ ହେବ ମହାମାରୀ? ଜାଣନ୍ତୁ କ’ଣ କହିଲେ ‘ହୁ’ ମୁଖ୍ୟ
ନୂଆଦିଲ୍ଲୀ: କେବେ ସରିବ ମହାମାରୀ? ଏ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ କହିଛନ୍ତି ଯେ ଯେତେବେଳେ ବିଶ୍ୱ ଏହାକୁ ସମାପ୍ତ କରିବାକୁ ଚାହିଁବ ସେତେବେଳେ କରୋନା ମହାମାରୀ ଶେଷ ହେବ।
ବର୍ଲିନରେ ଅନୁଷ୍ଠିତ ବିଶ୍ୱ ସ୍ୱାସ୍ଥ୍ୟ ସମ୍ମିଳନୀରେ ତାଙ୍କ ସମ୍ବୋଧନ…