ଗରିବ ଦେଶଙ୍କୁ ଟିକା ଦିଅ: ‘ହୁ’ ମୁଖ୍ୟ
ଗରିବ ଦେଶରେ ଟିକା ଅଭାବ; ବଢୁଛି ସଂକ୍ରମଣ
ଡେଲଟା ଭାଇରସ ସହ ମୁକାବିଲା ପ୍ରଭାବିତ ହେବ
ଜେନେଭା: ଧନୀ ଦେଶଗୁଡ଼ିକ ଟିକାକରଣ ପାଇଁ କିଛି ଅସୁବିଧା ନାହିଁ। କାରଣ ତାଙ୍କ ପାଖରେ ଟିକା ଅଛି, ଅନ୍ୟାନ୍ୟ ସାଧନ ରହିଛି। ହେଲେ ଏମିତି ପରିସ୍ଥିତିରେ ଗରିବ ଦେଶଗୁଡ଼ିକ ସେମାନଙ୍କ…