କୋଭାକ୍ସିନକୁ ମିଳିବ ‘ହୁ’ର ଅନୁମତି! ଆଜି ଆସିପାରେ ନିଷ୍ପତ୍ତି
ନୂଆଦିଲ୍ଲୀ: ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର ତାଲିକା (EUL) ଅନୁମତି ପ୍ରଦାନ ପ୍ରସଙ୍ଗରେ ମଙ୍ଗଳବାର ଦିନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ହୁର ଏକ ବିଶେଷଜ୍ଞ ଦଳ ଏକ ବୈଠକ କରିବେ।
ହାଇଦ୍ରାବାଦ ଭିତ୍ତିକ ଟିକା ନିର୍ମାତା ବିଶ୍ୱ ସ୍ୱାସ୍ଥ୍ୟ ସଂସ୍ଥା ଦ୍ୱାରା…