Latest Odisha News

BREAKING NEWS

Browsing Tag

wife murder

ରାଜଧାନୀରେ ପୁଣି ହତ୍ୟାକାଣ୍ଡ: ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ, ତଦନ୍ତ ଜାରି

ଭୁବନେଶ୍ୱର : ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ । ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇଥିଲା। ମୃତକ ହେଲେ ଲିଲି ଦାଶ। ଅଭିଯୁକ୍ତ ସ୍ୱାମୀ ସୌଭଗ୍ୟ ରଞ୍ଜନ ଦାଶ । ସହିଦନଗର ଥାନା ଅନ୍ତର୍ଗତ ବସୁଆଘାଇ ଅଞ୍ଚଳରେ ଘଟିଛି ଘଟଣା। ସୌଭାଗ୍ୟ ଆଗରୁ…

ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ପିଟି ପିଟି ହତ୍ୟା

ନୟାଗଡ଼: ପରକୀୟା ସନ୍ଦେହରେ ସ୍ତ୍ରୀକୁ ପିଟି ପିଟି ହତ୍ୟା । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ବେରୁଆଁବାରୀ ଗ୍ରାମରେ ଏଭଳି ଘଟଣା ଘଟିଛି । ହତ୍ୟାକାରୀ ସ୍ୱାମୀ ଲଳିତ କୁମାର ସାହୁ ୫ବର୍ଷ ତଳେ ଗଞ୍ଜାମ ଜିଲ୍ଲା କୋଦଳା ଗାଁର ମାମିନା ସାହୁଙ୍କୁ ବିବାହ କରିଥିଲା । ମାମିନା ଫୋନ୍‌ରେ…

ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ତାଳଚେର : ଘରୋଇ କଳିର କୁ ପରିଣତି । ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ ।ତାଳଚେର ବଙ୍ଗାଲିତଇଲା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ପାରିବାରିକ କଳହ ଯୋଗୁଁ ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିଛି । ଶୁକ୍ରବାର ସକାଳେ ଗାଁର ଜୀବନ ବେହେରା ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା…

ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ

କାମାକ୍ଷାନଗର: ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ । ନିଜର ଗର୍ଭବତୀ ସ୍ତ୍ରୀକୁ କାଠ ଫାଳିଆ ରେ ବାଡେଇ ମାରିଲା ପିଶାଚ ସ୍ବାମୀ । ଏହି ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ବାଙ୍ଗୁରା ଗାଁରେ । ପାରିବାରିକ କଳହକୁ କେନ୍ଦ୍ର କରି ଗାଁର ବିକ୍ରମ ନାଏକ ନିଜ ସ୍ତ୍ରୀ ବର୍ଷା ନାଏକକୁ ଏକ…