ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ, ୩ଟା ଯାଏ ଗୃହ ମୁଲତବି
ଭୁବନେଶ୍ୱର: ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ ସେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ନେତାଙ୍କ ସମେତ ଅନ୍ୟ…